ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ଭୀମଭୋଇ ମେଡିକାଲ୍ କଲେଜରେ ପୁଣି ଉତ୍ତେଜନା, ରୋଗୀଙ୍କ ମୃତ୍ୟୁ ହେବାରୁ ଡାକ୍ତରଙ୍କୁ ଘୋଷାରି ଆଣିଲେ ସମ୍ପର୍କୀୟ

ବଲାଙ୍ଗିର, ୩୦/୦୧ : ବଲାଙ୍ଗିର ଜିଲ୍ଲା ଭୀମଭୋଇ ମେଡିକାଲ୍ କଲେଜରେ ପୁଣିଥରେ ଡାକ୍ତରଙ୍କୁ ମାଡ ଅଭିଯୋଗ। ସୋମବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ଦେଖାଦେଇଥିଲା। ରୋଗୀଙ୍କ ପରିବାର ଲୋକ ଡ୍ୟୁଟିରେ ଥିବା ଡାକ୍ତରଙ୍କୁ ଘୋଷାରି ଆଣିଥିଲେ। ସୁରକ୍ଷା କର୍ମୀ ଓ ହସ୍ପିଟାଲ କର୍ମଚାରୀ ଡାକ୍ତରଙ୍କୁ ମୁକୁଳାଇଥିଲେ। ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି।

ମୃତକଙ୍କ ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ଡ୍ୟୁଟିରେ ଥିବା ଡାକ୍ତର ଜଣକ ମଦ ପିଇ ଆସିଥିଲେ। ଚିକିତ୍ସା କରିବାରେ ବିଳମ୍ବ ହେବାରୁ ରୋଗୀଙ୍କର ମୃତ୍ୟୁ ହୋଇଥିଲା। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.