ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଭୀମଭୋଇ ମେଡିକାଲ୍ କଲେଜରେ ପୁଣି ଉତ୍ତେଜନା, ରୋଗୀଙ୍କ ମୃତ୍ୟୁ ହେବାରୁ ଡାକ୍ତରଙ୍କୁ ଘୋଷାରି ଆଣିଲେ ସମ୍ପର୍କୀୟ

ବଲାଙ୍ଗିର, ୩୦/୦୧ : ବଲାଙ୍ଗିର ଜିଲ୍ଲା ଭୀମଭୋଇ ମେଡିକାଲ୍ କଲେଜରେ ପୁଣିଥରେ ଡାକ୍ତରଙ୍କୁ ମାଡ ଅଭିଯୋଗ। ସୋମବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ଦେଖାଦେଇଥିଲା। ରୋଗୀଙ୍କ ପରିବାର ଲୋକ ଡ୍ୟୁଟିରେ ଥିବା ଡାକ୍ତରଙ୍କୁ ଘୋଷାରି ଆଣିଥିଲେ। ସୁରକ୍ଷା କର୍ମୀ ଓ ହସ୍ପିଟାଲ କର୍ମଚାରୀ ଡାକ୍ତରଙ୍କୁ ମୁକୁଳାଇଥିଲେ। ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି।

ମୃତକଙ୍କ ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ, ଡ୍ୟୁଟିରେ ଥିବା ଡାକ୍ତର ଜଣକ ମଦ ପିଇ ଆସିଥିଲେ। ଚିକିତ୍ସା କରିବାରେ ବିଳମ୍ବ ହେବାରୁ ରୋଗୀଙ୍କର ମୃତ୍ୟୁ ହୋଇଥିଲା। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.