ପ୍ରମୁଖ ଖବର
  • ଜମ୍ମୁ-କାଶ୍ମୀରକୁ ଖୁବ୍‌ଶୀଘ୍ର ମିଳିବ ପୂର୍ଣ୍ଣ ରାଜ୍ୟ ମାନ୍ୟତା, ଉଦ୍ଧମପୁରରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା
  • ||
  • କାଳିକାଦେବୀ ସାହିରେ ବୁଲେ ମାଟିମଣ୍ଡପ ସାହି ପଟୁଆର, ଆଜି ବାଲିସାହି-ହରଚଣ୍ଡି ସାହି ଶାନ୍ତି କମିଟି ବୈଠକ
  • ||
  • ପ୍ୟାରିସ ଅଲିମ୍ପିକ୍ସ: ୧୭ରେ ବିକ୍ରି ହେବ ୨୫୦,୦୦୦ ଟିକେଟି
  • ||
  • ଗ୍ରୀଷ୍ମ ଛୁଟିରେ ଅନ୍‌ଲାଇନ୍‌ କ୍ଲାସ୍‌, ଆଜି ପ୍ରଧାନଶିକ୍ଷକମାନଙ୍କ ବୈଠକରେ ହେବ ଆଲୋଚନା
  • ||
  • ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଶୁକ୍ରବାର ପ୍ରକାଶ ପାଇବ ବିଜ୍ଞପ୍ତି, ଆରମ୍ଭ ହେବ ନାମାଙ୍କନ ପ୍ରକିୟା
  • ||
  • ଜାତୀୟ ପଥପ୍ରାନ୍ତ ନାଟକ ଦିବସ: ସରକାରୀ ସ୍ୱୀକୃତିକୁ ଅପେକ୍ଷା, ଅନେକ ଦାବି ପରେ ବି ଅବହେଳିତ
  • ||
  • ଦିଲ୍ଲୀ ମଦ ନୀତି ମାମଲା: ଆଜି କୋର୍ଟରେ ହାଜର ହେବେ ବିଆର୍‌ଏସ୍‌ ନେତ୍ରୀ କେ.କବିତା, ରିମାଣ୍ଡ ଆବେଦନ କରିବ CBI
  • ||
  • IPL 2024: ସୁପରଜାଏଣ୍ଟ୍‌ସ - କ୍ୟାପିଟାଲ ଲଢ଼େଇ, ଏକାନ୍ନାରେ ଚ୍ୟାଲେଞ୍ଜ ହେବ ସ୍ପିନ
  • ||
  • ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ, ୭୯ ବର୍ଷ ବୟସରେ କଲେ ଶେଷ ନିଶ୍ୱାସ ତ୍ୟାଗ
  • ||
  • ବଦଳିବ ପାଣି ପାଗ ମିଜାଜ୍: ୪ ଦିନରେ ୮ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ପୁଣି କଲବଲ କରିବ ତାତି
  • ||

ପାରିବାରିକ କଳହ : ସାନ ଭାଇର ଛୁରା ମାଡରେ ବଡ଼ଭାଇ ମୃତ

କଳାହାଣ୍ଡି, ୧୭।୮  : ସାନ ଭାଇର ଛୁରା ମାଡରେ ବଡ଼ଭାଇ ମୃତ । ସାନ ଭାଇ ବିମ୍ବାଧର ମାଝୀ ଛୁରା ମାଡରେ ବଡ଼ଭାଇ  ଦାସ ମାଝୀର ମୃତ୍ୟୁ ଘଟିଛି। କଳାହାଣ୍ଡି ଜିଲ୍ଲା ମ.ରାମପୁର ଥାନା ଅନ୍ତର୍ଗତ   ଦେଢଶୁଲି ପଞ୍ଚାୟତର ଗସକା ପଡା ଗାଁରେ ଏହି ଘଟଣା ଘଟିଛି।  

ଘରୋଇ ବିବାଦ କୁ ନେଇ ଦୀର୍ଘଦିନ ଧରି ଦୁଇ ଭାଇ ଙ୍କ ମଧ୍ୟରେ କଳହ ହୋଇ ଆସୁଥିବା ବେଳେ ଦୁଇ ଭାଇ ଙ୍କ ମଧ୍ୟରେ ଆଜି ପୁଣିଥରେ ଝଗଡ଼ା ହୋଇଥିଲା। ପରେ ବିମ୍ବାଧର ଏକ ଧାରୁଆ ଛୁରୀ ରେ ଦାସଙ୍କୁ ଆକ୍ରମଣ କରିବାରୁ ଦାସ ମାଝୀର ମୃତ୍ୟୁ ଘଟିଥିଲା। ଏମ୍ ରାମପୁର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ପୋଷ୍ଟମର୍ଟମ ପରେ ମୃତ ଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ଏ ନେଇ ମ.ରାମପୁର ଥାନା ରେ ଏକ ମାମଲା ରୁଜୁ ହୋଇଥିବା ବେଳେ ଅଭିଯୁକ୍ତ ସାନ ଭାଇ ବିମ୍ବାଧରକୁ ପୋଲିସ ଗିରଫ କରିଛି । ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

ଆହୁରି ପଢନ୍ତୁ : ଖେଳୁଥିବା ବେଳେ ଝରକା ବନ୍ଧ ପଡ଼ି ଶିଶୁ ପୁତ୍ର ମୃତ


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.