ପ୍ରମୂଖ ଖବର
  • ବଜେପି ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟସଭା ନେତା ନିର୍ବାଚିତ
  • ||
  • ୩ ଓ୍ବିକେଟ୍ ହରାଇ ସେମି ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ୍‌ର ବିଶ୍ୱକପ୍ ସ୍ୱପ୍ନ ଧୂଳିସାତ୍
  • ||
  • ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
  • ||
  • ରୁଙ୍ଗଟା କାରଖାନାରେ ଅଘଟଣ, ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକ ମୃତ
  • ||
  • ରି ଚେକିଂ ହେବ ୧୮ ହଜାର ମାଟ୍ରିକ୍‌ ଖାତା, ବୋର୍ଡରେ ଆବେଦନ କରିଛନ୍ତି ୫ ହଜାର ପରୀକ୍ଷାର୍ଥ
  • ||
  • କେନ୍ଦୁଝର: ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ
  • ||
  • ଭୋଗରାଇ: ବଙ୍ଗୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସହଯୋଗୀ ଫେରାର୍
  • ||
  • ସୁପର ୮ରେ ଭାରତ-ଅଷ୍ଟ୍ରେଲିଆ ବଡ଼ ଲଢ଼େଇ: ନେଟ୍‌ ରନରେଟ୍‌ ହେବ ଖେଳ, ଖଳନାୟକ ସାଜିପାରେ ବର୍ଷା
  • ||
  • ସୋମବାରଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ:୨୬ରେ ବାଚସ୍ପତି ନିର୍ବାଚନ, ୨୭ରେ ରାଜ୍ୟ ସଭା ବୈଠକ
  • ||
  • ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

ଭୁବନେଶ୍ବର,୩।୬ : ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ ରଘୁବର ଦାସ ।  ସଂସଦୀୟ ବ୍ୟାପର ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଧାନସଭା ଭଙ୍ଗ ନେଇ ସୁପାରିଶ କରିଥିଲା କ୍ୟାବିନେଟ। 

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫ମ ପାଳିର ଅନ୍ତିମ କ୍ୟାବିନେଟ ବୈଠକ ସୋମବାର ବସିଥିଲା। ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା। ଏଥରେ ରାଜ୍ୟ କ୍ୟାବିନେଟ ଭଙ୍ଗ ସୁପାରିସ୍ ପ୍ରସ୍ତାବ ଉପରେ ମୋହର ବାଜିଥିଲା। 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.