ପ୍ରମୂଖ ଖବର
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ସ୍କୁଲ କ୍ଵାର୍ଟରରୁ ରାତ୍ରୀ ଜଗୁଆଳିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Rasmita Pradhan | November 14, 2024 9:43 AM

ଚୌଦ୍ବାର, ୧୪/୧୧ : କ୍ଵାର୍ଟରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଚୌଦ୍ଵାର ଓଟିଏମ୍ ସ୍କୁଲ ପରିସରରେ ଥିବା କ୍ଵାର୍ଟରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

ସୂଚନାନୁଯାୟୀ, ମୃତ ଯୁବକଙ୍କ ନାଁ ଜ୍ଞାନରଞ୍ଜନ ବେଉରିଆ। ସେ ଓଟିଏମ୍ ସ୍କୁଲରେ ରାତ୍ରୀ ଜଗୁଆଳି ଭାବେ କାର୍ଯ୍ୟରତ ଥିଲେ। କେଉଁ କାରଣରୁ ସେ ଆତ୍ମହତ୍ୟା କଲେ ତାହା ଏବେ ସନ୍ଦେହ ଘେରରେ। ପୋଲିସ ଯୁବକଙ୍କ ବାପା ଅଭିମନ୍ୟୁ ବେଉରିଆଙ୍କୁ ନେଇ ଏବେ ଅଧିକ ପଚରଉଚରା କରୁଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.