ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଜୁନ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ବର,୧୧।୬ : ରାଜ୍ୟରେ ନୂଆ ମନ୍ତ୍ରୀମଣ୍ଡଳ ଗଠନ  ହେବ। ସେଥିପାଇ ଆସନ୍ତା  ଜୁନ ୩୦ ଯାଏଁ  ରାଜ୍ୟରେ ସରକାରୀ କର୍ମଚାରୀଙ୍କ   ଛୁଟି ବାତିଲ କରାଯାଇଛି। ଏ ନେଇ ଜିଲ୍ଲପାଳ ଓ ସଚିବମାନଙ୍କୁ  ଅତିରିକ୍ତ  ମୁଖ୍ୟ  ସଚିବ ଚିଠି କରିଛନ୍ତି। ସରକାରୀ ଛୁଟିଦିନରେ ମଧ୍ୟ ଅଧିକାରୀଙ୍କୁ ହେଡକ୍ୱାର୍ଟର ନଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । କେବଳ ସ୍ୱାସ୍ଥ୍ୟଗତ ସମସ୍ୟା ଥିଲେ ଛୁଟି ପାଇଁ  ଅନୁମତି ମିଳିବ । 

ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ଏହାସହ ମନ୍ତ୍ରୀମାନେ ଶପଥ ଗହଣ କରିବେ। ନୂଆ ମନ୍ତ୍ରୀମଣ୍ଡଳ ଶପଥ ପରେ ବିଭିନ୍ନ  ବିଭାଗୀୟ କାର୍ଯ୍ୟ  ରହିଛି। ଏହାକୁ ଦୃଷ୍ଟିରେ ରଖି  ସରକାରୀ କର୍ମଚାରୀଙ୍କ ଛୁଟିକୁ ୩୦ ଯାଏଁ ବାତିଲ କରାଯାଇଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.