ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

୭ରେ ଗୃହମନ୍ତ୍ରୀଙ୍କ ନକ୍ସଲ ମୁକାବିଲାକୁ ନେଇ ବୈଠକ

Published By : Suraj Kumar | October 5, 2024 11:03 PM

Image source: NDTV

ଭୁବନେଶ୍ବର, ୫।୧୦ : ଆସନ୍ତା ୭ରେ ନକ୍ସଲ ପ୍ରଭାବିତ ରାଜ୍ୟ ସହ ଗୃହମନ୍ତ୍ରୀଙ୍କ ବୈଠକ ଅନୁଷ୍ଠିତ ହେବ।   ଦିଲ୍ଲୀ ବିଜ୍ଞାନ ଭବନରେ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ଏଥିରେ ଗୃହ ମନ୍ତ୍ରୀ ଅମିତ ଶାହ ଅଧ୍ୟକ୍ଷତା କରିବେ। ଓଡ଼ିଶା ସମେତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ହେବ। ମାଓ ପ୍ରଭାବିତ ଅଞ୍ଚଳର ଆନ୍ଧ୍ର, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ତେଲେଙ୍ଗାନା, ମହାରାଷ୍ଟ୍ର, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗ ଦେବେ। ଏହି ବୈଠକରେ ୫ କେନ୍ଦ୍ରମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ। ଏଥିସହ ଡେପୁଟି NSA, କେନ୍ଦ୍ର, ରାଜ୍ୟ ଓ CAPFର ବରିଷ୍ଠ ଅଧିକାରୀ ବି ସାମିଲ୍ ହେବେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.