ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ଜିଲ୍ଲା ବୁଲିବେ ମନ୍ତ୍ରୀ, ଲୋକଙ୍କ ପାଖରେ ସରକାରଙ୍କ ବାର୍ତ୍ତା ପହଞ୍ଚାଇବେ

ଭୁବନେଶ୍ବର,୩।୮ : ଜିଲ୍ଲା ବୁଲିବେ ମନ୍ତ୍ରୀ । ୧୫ ମନ୍ତ୍ରୀ ବୁଲିବେ ୩୦ ଜିଲ୍ଲା। ଲୋକଙ୍କ ପାଖରେ ସରକାରଙ୍କ ବାର୍ତ୍ତା ପହଞ୍ଚାଇବକୁ ଜଣେ ମନ୍ତ୍ରୀଙ୍କୁ ଦୁଇ ଜିଲ୍ଲା ଦାୟିତ୍ୱ ଦିଆଯାଇଛି। ଲୋକଙ୍କ ପାଖକୁ ଯାଇ ନୂଆ ସରକାରଙ୍କ ବଡ଼ ନିଷ୍ପତ୍ତି ଆଉ ବଜେଟ ଲୋକଙ୍କୁ ମନ୍ତ୍ରୀ କହିବେ ବୋଲି ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ କହିଛନ୍ତି। 

ମନ୍ତ୍ରୀମାନେ ଜିଲ୍ଲା ଗସ୍ତ  କରି  ବଜେଟର ବିଭିନ୍ନ ଦିଗ ବାବଦରେ ସାଧାରଣ ଲୋକଙ୍କ ସହ ଆଲୋଚନା କରିବେ। ସରକାର ଯେଉଁ ଐତିହାସିକ ନିଷ୍ପତ୍ତି ନେଇଛନ୍ତି ସେହି ନିଷ୍ପତ୍ତିଗୁଡ଼ିକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ସଙ୍ଗଠନ ଯେଉଁ ଯୋଜନା କରିଛି ମନ୍ତ୍ରୀମାନେ ସେଥିରେ ସାମିଲ ହେବେ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.