ପ୍ରମୂଖ ଖବର
  • ବୃକ୍ଷରୋପଣରେ ମହାଦୁର୍ନୀତି କରି ଲରମ୍ଭା ସେକ୍ସନ ଫରେଷ୍ଟର ପ୍ରିୟବ୍ରତ ନାଏକ ନିଲମ୍ବିତ
  • ||
  • ଫୁଲବାଣୀ : ବିବାହିତା ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଫୁଲବାଣୀ : ବେକରେ ଗାମୁଛା ଦେଇ ୮୩ ବର୍ଷୀୟ ବୃଦ୍ଧଙ୍କ ଆତ୍ମହତ୍ୟା
  • ||
  • ସମ୍ବଲପୁର ରେଜିଷ୍ଟ୍ରି ଅଫିସ୍‌ରେ ଅଚାନକ ପହଞ୍ଚିଲେ ରାଜସ୍ବ ମନ୍ତ୍ରୀ, ଅଧିକାରୀଙ୍କୁ କଲେ ତାଗିଦ୍
  • ||
  • ଭଦ୍ରକ : ଓଲଗରେ ପାଞ୍ଚଶହ ବର୍ଷର ପୁରାତନ ପରମ୍ପରା ଲାଖବିନ୍ଧା ଅନୁଷ୍ଠିତ, ଶହଶହ ଲୋକଙ୍କ ଭିଡ଼
  • ||
  • ଭୋଗରାଇ : ୬ ଦଫା ଦାବି ନେଇ ଲକ୍ଷ୍ମୀ ବସ୍ ଡ୍ରାଇଭରଙ୍କ ଆନ୍ଦୋଳନ, ବସ୍ ଚଳାଚଳ ଠପ
  • ||
  • ଉଦଳା : ସିସିଟିଭିରେ ଶାଢ଼ୀ ଢାଙ୍କି ଲୁଟ୍‌, ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ବିଣିକା : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍‌, ୨ ମୃତ
  • ||
  • ଭୁବନେଶ୍ୱରରେ ଭସାଣି ପାଇଁ ଟ୍ରାଫିକ କଟକଣା, ବାଣୀବିହାରରୁ ରାଜମହଲ ପର୍ଯ୍ୟନ୍ତ ରାସ୍ତା ସିଲ୍‌
  • ||
  • ଚୌଦ୍ୱାର : ସିରିଜ୍ ଚୋରି ଘଟଣାର ପର୍ଦ୍ଦାଫାସ, ୩ ଗିରଫ
  • ||
  • ସାଲେପୁର : କେନାଲରେ ବୁଡି ବୃଦ୍ଧ ମୃତ, ପୋଲିସର ତଦନ୍ତ ଜାରି
  • ||
  • ସରିଲା ଦୁର୍ଗାପୂଜା; ଆଜି ମା' ନେବେ ମାଲାଣି, ଭସାଣି ପାଇଁ ପ୍ରଶାସନର ବ୍ୟାପକ ପ୍ରସ୍ତୁତି
  • ||
  • କଟକରେ ଭସାଣି ଉପଲକ୍ଷେ ଟ୍ରାଫିକ କଟକଣା ଲାଗୁ, ପ୍ରେସ୍ ରିଲିଜ ଜରିଆରେ ସୂଚନା
  • ||
  • କାମାକ୍ଷାନଗର : ଡିଭାଇଡରରେ ପିଟିହୋଇ ଓଲଟିଲା ଗାଡି; ଜଣେ ଗୁରୁତର, ୩ଆହତ
  • ||

ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ବର,୨୮।୯ :  ନର୍ସିଂ କର୍ମଚାରୀ ଆନ୍ଦୋଳନ ପ୍ରତ୍ୟାହୃତ କରିଛନ୍ତି। ୪ ଦିନ ଧରି ବିଭିନ୍ନ ଦାବି ନେଇ ଦେଇଥିବା ଆନ୍ଦୋଳନକୁ ଶନିବାର ରାତିରେ ପ୍ରତ୍ୟାହୃତ କରିଛନ୍ତି। ଏ ନେଇ ନର୍ସିଂ କର୍ମଚାରୀ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। 

ଶନିବାର ଲୋକସେବା ଭବନରେ  ସ୍ବାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ସଚିବଙ୍କ ସହ ନର୍ସିଂ କର୍ମଚାରୀ ସଂଘର ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଆଲୋଚନା ସକାରତ୍ମକ ହୋଇଥିଲା।  ନର୍ସିଂ କର୍ମଚାରୀ ଆସନ୍ତାକାଲି  ଆନ୍ଦୋଳନରୁ ଓହରିବେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ  ସୂଚନା ଦେଇଥିଲେ। କିନ୍ତୁ ଶନିବାର ରାତିରେ ନର୍ସିଂ କର୍ମଚାରୀ ସଂଘ ଆନ୍ଦୋଳନ ପ୍ରତ୍ୟାହାର  କରିଛି।

ସୂଚନାଯୋଗ୍ୟ ଯେ,  ୧୦ ଦଫା ଦାବି ନେଇ ବୁଧବାରଠାରୁ  ନର୍ସିଂ କର୍ମଚାରୀ  ସଂଘ    ଆନ୍ଦୋଳନକୁ ଓହ୍ଲାଇଥିଲେ। ୨୦୧୩ ପୂର୍ବରୁ ନିଯୁକ୍ତି ପାଇଥିବା ନର୍ସିଂ ଅଫିସରମାନଙ୍କ ୬ ବର୍ଷ ଚୁକ୍ତି ଭିତ୍ତିକ ଅବଧୂକୁ ମୂଳ ଚାକିରି ସୀମାରେ ମିଶାଇ ପଦୋନ୍ନତି ସହ ସମସ୍ତ ଆର୍ଥକ ସହାୟତା ଯୋଗାଇବା, ବରିଷ୍ଠତା ଭିତ୍ତରେ ପଦୋନ୍ନତି, ସିଏଚଓ ପଦବୀରୁ ଫେରାଇ ଆଣି କ୍ୟାଡ଼ର ପୋଷ୍ଟ,   ନର୍ସିଂ ଅଫିସରମାନଙ୍କୁ ସ୍ଥାୟୀ, ଠିକା ସଂସ୍ଥା ଦ୍ବାରା ନର୍ସିଂ ଅଫିସର ନିୟୋଜିତ ହୋଇଥିବା ଆଦେଶ ପ୍ରତ୍ୟାହାର ପରି ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀ ସଂଘ ଆନ୍ଦୋଳନ କରିଥିଲେ।ଫଳରେ ରାଜ୍ୟରେ ସ୍ବାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.