ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

୭ ବର୍ଷର ନାବାଳକଙ୍କୁ ମାଡ଼ ମାରି ଜଳନ୍ତା ନିଆଁକୁ ଫିଙ୍ଗିଦେଲା ମାଲିକ

Published By : Rasmita Pradhan | November 14, 2024 10:24 AM

ନୂଆପଡ଼ା, ୧୪/୧୧ : ପାଳଗଦାରେ ନିଆଁ ଲଗାଇ ଦେଲା ବୋଲି ୭ ବର୍ଷର ନାବାଳକଙ୍କୁ ମାଡ଼ ମାରି ଜଳନ୍ତା ନିଆଁକୁ ଫିଙ୍ଗିଦେଲା ମାଲିକ। ସାନଭାଇକୁ ବଞ୍ଚାଇବାକୁ ଯାଇ ବଡ଼ ଭାଇ ନିଆଁରେ ଜଳି ଗୁରୁତର। ନୂଆପଡ଼ା ଜିଲ୍ଲା କୋମନା ଥାନା ଦାନୋଝଲା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଦୁଇ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.