ପ୍ରମୂଖ ଖବର
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ଯୁକ୍ତ ୨ କଳାରେ ୬୮, ବିଜ୍ଞାନରେ ୮୧ ଓ ବାଣିଜ୍ୟରେ ୭୬ ପ୍ରତିଶତ ପରୀକ୍ଷା ଫଳ

Published By : Prameya | May 21, 2025 9:07 PM

ନବରଙ୍ଗପୁର,୨୧/୫ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ‌(ସିଏଚ୍ଏସ୍‌ଇ) ପରିଚାଳିତ ଯୁକ୍ତ ୨ବାର୍ଷିକ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ନବରଙ୍ଗପୁର ଜିଲ୍ଲାରେ ଯୁକ୍ତ ୨ କଳାରେ ୬୮.୧୩ ପ୍ରତିଶତ ପରୀକ୍ଷା ଫଳ ହୋଇଛି । ସେଭଳି ଯୁକ୍ତ ୨ବିଜ୍ଞାନରେ ୮୧.୬୬ ଓ ବାଣିଜ୍ୟରେ ୭୬.୯୪ ପରୀକ୍ଷା ଫଳ ହୋଇଛି। ଯୁକ୍ତ ୨ କଳାରେ ୫୩୦୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେଥିରୁ ୩୬୧୧ଜଣ ଛାତ୍ର ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେଥ୍‌ରୁ ୨୪୨ଜଣ ପ୍ରଥମ ସ୍ଥାନ ହାସଲ କରିଛନ୍ତି।

ସେହିଭଳି ୫୪୭ଜଣ ଦ୍ଵିତୀୟ ଓ ୨୮୨୨ଜଣ ଛାତ୍ରଛାତ୍ରୀ ତୃତୀୟ ସ୍ଥାନ ହାସଲ କରିଛନ୍ତି । ସେହିଭଳି ଯୁକ୍ତ ୨ ବିଜ୍ଞାନରେ ୨୨୪୮ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେଥିରୁ ୨୦୦୪ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେଥି ମଧ୍ୟରୁ ୬୮୦ଜଣ ପ୍ରଥମ, ୬୩୪ଜଣ ଦ୍ଵିତୀୟ ଓ ୫୯୬ଜଣ ତୃତୀୟ ଓ ୯୪ଜଣ କମ୍ପାଟମେଣ୍ଟରେ ପାସ କରିଛନ୍ତି। ସେହିଭଳି ବାଣିଜ୍ୟରେ ୩୯୯ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେଥିମଧ୍ୟରୁ ୩୦୭ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିଭଳି ୮୦ଜଣ ପ୍ରଥମ, ୫୫ଜଣ ଦ୍ଵିତୀୟ ଓ ୧୭୧ଜଣ ତୃତୀୟ ଓ ଜଣେ କମ୍ପାଟମେଣ୍ଟରେ ପାସ ହୋଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.