ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ବାତ୍ୟା ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ ଗୃହ ମନ୍ତ୍ରୀ

Published By : Gurupada Nath | October 24, 2024 8:56 PM

ଭୁବନେଶ୍ୱର,୨୪/୧୦ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି ।  ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଏହାସହ ଲୋକଙ୍କ ସୁରକ୍ଷା ପାଇଁ ନିଆଯାଇଥିବା ସୁରକ୍ଷା ବଳ, NDRF, ODRAF ଆଦି ମୁତୟନ ସଂପର୍କରେ ମଧ୍ୟ ସୂଚନା ଦେଇଥିଲେ।

ଆଲୋଚନା ପରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସଂପର୍କରେ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ । ସୂଚନାଯୋଗ୍ୟ ଯେ, ଆଜି ଅପରାହ୍ନରେ ମଧ୍ୟ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ । କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ମଧ୍ୟ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.