ପ୍ରମୂଖ ଖବର
  • ବୌଦ୍ଧ : କଲରାପତରିଆ ବାଘ ଚମଡା ଜବତ, ଜଣେ ଗିରଫ
  • ||
  • ସମ୍ୱଲପୁର : ଧାନ ଗଦା ଜାଳିଦେଲେ ଦୁର୍ବୃତ୍ତ, ୭ ଏକର ଜମିର ଧାନ ନଷ୍ଟ
  • ||
  • ଫୁଲବାଣୀ : ବସ୍-ପିକଅପ୍ ମୁହାଁମୁହିଁ ଧକ୍କା: ୨୦ ଆହତ
  • ||
  • ରାୟଗଡ଼ା : ଫସଲ ଜଗିବା ବେଳେ ଅଘଟଣ, ଦନ୍ତା ଆକ୍ରମଣରେ ଯୁବକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ସିଟି ହୋମ୍ସ ଡୁପ୍ଲେକ୍ସରୁ ସିରିଜ୍‌ ଲୁଟ୍‌, ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଚୋରି
  • ||
  • ସାଲେପୁର : ୧୫ ଲିଟରରୁ ଉର୍ଦ୍ଧ୍ୱ ଦେଶୀ ମଦ ଜବତ, ଜଣେ ଗିରଫ
  • ||
  • କାଠଯୋଡ଼ି ପଠାରେ ମହିଳାଙ୍କ ମୃତଦେହ ମିଳିବା ଘଟଣା: ୨୪ ଘଣ୍ଟା ପରେ ବି ମିଳିଲାନି ପରିଚୟ
  • ||
  • ବଣାଇ : ଜଙ୍ଗଲରେ ହାତୀ ଟ୍ରାକିଂ ବେଳେ ଆକ୍ରମଣ କଲା ଦନ୍ତା, ପାରା କର୍ମଚାରୀ ଗୁରୁତର
  • ||
  • କନ୍ଧମାଳରେ ଅପରେସନ ନୀଳ ଜହର, କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଗଛ କାଟିଲା ପୋଲିସ
  • ||
  • ଶିମିଳିପାଳରେ ଆରମ୍ଭ ହେଲା ତୁଷାରପାତ, ଆଭ୍ୟନ୍ତରୀଣ ଅଞ୍ଚଳ ଓ ପାଦଦେଶରେ ହାଡ଼ଭଙ୍ଗା ଶୀତ
  • ||
  • କୋଲକାତା ଗଲ୍‌ଫ ଗ୍ରୀନରେ ଚାଞ୍ଚଲ୍ୟ, ଅଳିଆ ଗଦାରୁ ମିଳିଲା ମହିଳାଙ୍କ କଟାମୁଣ୍ଡ, ତଦନ୍ତ କରୁଛି ପୋଲିସ
  • ||
  • ଝାଡ଼ଖଣ୍ଡ ରାମଗଡ଼ ରାସ୍ତାରେ ଟ୍ରାକ୍ଟର ଓ ଟ୍ରଲରକୁ ପଛରୁ ଧକ୍କା ଦେଲା ବୋଲେରୋ, ୫ମୃତ, ୩ ଗୁରୁତର
  • ||
  • ଗାବା ଗଡ଼ରେ ତୃତୀୟ ଟେଷ୍ଟ ଆରମ୍ଭ, ଖେଳରେ ବାଧକ ବର୍ଷା, ଲଞ୍ଚ୍ ବେକ୍ ସୁଦ୍ଧା ୨୮ ରନ କରିଛି ଅଷ୍ଟ୍ରେଲିଆ
  • ||
  • ରାଜ୍ୟରେ ଥଣ୍ଡାର ଥାର୍ଡ ଡିଗ୍ରୀ: ରାତିକରେ ୭ ଡିଗ୍ରୀକୁ ଖସିବ ପାରଦ,୧୫ ଡିଗ୍ରୀ ତଳେ ୨୬ ସହର
  • ||

ରନ୍ଧନ ଗ୍ୟାସ ଟାଙ୍କି ଫାଟି ଉଡ଼ିଗଲା ଘରର ଛାତ

Published By : Prameya | November 2, 2024 4:48 PM

କାମାକ୍ଷାନଗର,୨।୧୧ : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଆମ୍ବପଳାସ ଗାଁରେ ରୋଷେଇ ବେଳେ ଗ୍ୟାସ ଟାଙ୍କି ଫାଟି ଘରର ଛାତ  ଉଡି ଯାଇଛି । ତେବେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଘରେ ଥିବା ୪ ଜଣ ସଦସ୍ୟ। କଙ୍କଡାହାଡ଼ ବ୍ଲକ ଦଶିପୁର ପଞ୍ଚାୟତର ଗ୍ରାମ ରୋଜଗାର ସେବକ ମମତା ସାହୁଙ୍କ ଘରେ ଘଟିଛି ଅଘଟଣ। 

କଙ୍କଡାହାଡ଼ ବ୍ଲକ ଦଶିପୁର ପଞ୍ଚାୟତର ଗ୍ରାମ ରୋଜଗାର ସେବକଙ୍କ  ଘରେ ରୋଷେଇ ହେଉଥିବା ବେଳେ କୌଣସି କାରଣ ବସତଃ   ଗ୍ୟାସ ଟାଙ୍କିରେ ନିଆଁ ଲାଗିଯାଇଥିଲା। ଫଳରେ ଘରେ ଥିବା ସମସ୍ତ ସଦସ୍ୟ ଘରୁ ବାହାରି ଯାଇଥିଲେ। ନିମିଷକ ମଧ୍ୟରେ ଗ୍ୟାସ ଟାଙ୍କିଟା ଫାଟି ଯାଇଥିଲା। ଗ୍ୟାସ ଟାଙ୍କି ଫାଟି ଯିବା ଯୋଗୁଁ ଛାତ ଘରକୁ ଲାଗି ଥିବା ଆଜବେଷ୍ଟେସ ଘରଟି ଉଡେଇ ନେଇଥିଲା। ସମ୍ପୂର୍ଣ୍ଣ ଘରଟି ନଷ୍ଟ ହୋଇଯାଇଛି। ଖବର ପାଇ ପରଜଙ୍ଗ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚିଥିଲେ। ଏକ ବଡ଼ ବିପତ୍ତିରୁ ପରିବାର ଲୋକେ ବଞ୍ଚି ଯାଇଛନ୍ତି। ତେବେ କିପରି ଏବଂ କାହିଁକି ଗ୍ୟାସ ଟାଙ୍କି ଫାଟିଲା ତାହା ସ୍ପଷ୍ଟ ହୋଇନାହିଁ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.