ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

କାଳବୈଶାଖୀ ପ୍ରଭାବରେ ଉଡ଼ିଗଲା ଛପର

Published By : Prameya | May 13, 2025 10:44 PM

ଖଜୁରିପଡା,୧୩/୫ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଅରାପାଜୁ ପଞ୍ଚାୟତର ଡରଡା ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ପ୍ରବଳ ପବନ ଯୋଗୁଁ ଅନେକ ଲୋକଙ୍କ ଆଜବେଷ୍ଟସ ଭାଙ୍ଗିବା ସହିତ ଟିଣ ଛପର ବହୁତ୍ ଦୂରରେ ଉଡ଼ି ପଡିଥିବା ଦେଖିବାକୁ ମିଳିଛି। ଡରଡା ମନ୍ଦିର ସାହିର ବିଶ୍ଵାମିତ୍ର ନାୟକ, ରୋହିତ ନାୟକଙ୍କ ଘର ଭାଙ୍ଗିଛି। ଅନ୍ୟ ଲୋକ ମାନଙ୍କ ମଧ୍ୟ ଘର ଭାଙ୍ଗିଥିବା ବେଳେ କ୍ଷୟକ୍ଷତି ଆକଳନ କରି ସେମାନଙ୍କୁ ପଲିଥିନ୍ ସହିତ ଅନ୍ୟ ସହାୟତା ଦିଆଯିବ ବୋଲି ଖଜୁରୀପଡା ରାଜସ୍ବ ନୀରିକ୍ଷକ ଜୟନ୍ତ ସାହୁ ସୂଚନା ଦେଇଛନ୍ତି।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.