ପ୍ରମୂଖ ଖବର
  • ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ, ଗୁଣ୍ଡିଚା ଯାତ୍ରା ସାରି ବାହୁଡ଼ିଲେ ଶ୍ରୀଜିଉ
  • ||
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ତତ୍ପର ରାଜ୍ୟ ପ୍ରଶାସନ, କାର୍ଯ୍ୟକ୍ରମ ସ୍ଥଳକୁ ‘ନୋ ଫ୍ଲାଇଂ ଜୋନ୍‌’ ଘୋଷଣା

Image Courtesy: livemint

ଭୁବନେଶ୍ୱର, ୦୩/୦୭ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡି଼ଶା ଗସ୍ତକୁ ନେଇ ତତ୍ପର ହୋଇଛି ରାଜ୍ୟ ପ୍ରଶାସନ । ରାଷ୍ଟ୍ରପତିଙ୍କ ସମସ୍ତ କାର୍ଯ୍ୟକ୍ରମସ୍ଥଳ ଓ ରହଣିସ୍ଥଳକୁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି । କାର୍ଯ୍ୟକ୍ରମସ୍ଥଳରେ ଡ୍ରୋନ୍‌ କିମ୍ବା ଅନ୍ୟ କୌଣସି ବିମାନ ଉଡ଼ି ପାରିବନି । ସୁରକ୍ଷା ଦୃଷ୍ଟିରୁ ଏହି କଟକଣା ଲାଗିଥିବା ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ କଡ଼ାକଡି଼ ପାଳନ କରାଯିବ ନିର୍ଦ୍ଦେଶମାନା ଜାରି ହୋଇଛି । 

ସୂଚନାନୁଯାୟୀ, ରାଷ୍ଟ୍ରପତି ଆସନ୍ତା ୬ ତାରିଖରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ତା’ପର ଦିନ ପୁରୀ ଯାଇ ଶ୍ରୀଗୁଣ୍ଡିଚା ଯାତ୍ରା ଦେଖିବେ । ଏହାପରେ ୨ ଦିନ ଭୁବନେଶ୍ୱର ଓ ଖୋର୍ଦ୍ଧାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ୯ ତାରିଖ ଅପରାହ୍ଣରେ ସେ ଦିଲ୍ଲୀ ଫେରିଯିବେ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.