ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ଆଜି ରାଜ୍ୟ କ୍ୟାବିନେଟ୍‌, ଜାତୀୟ ଶିକ୍ଷାନୀତିରେ ବାଜିପାରେ ମୋହର

Published By : Harapriya Sethi | November 13, 2024 8:25 AM

ଭୁବନେଶ୍ୱର,୧୩/୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ବସିବ । ଅପରାହ୍ନ ୪ଟାରେ ଏ ବୈଠକ ବସିବାକୁ କାର୍ଯ୍ୟସୂଚି ଧାର୍ଯ୍ୟ ହୋଇଛି । ନିର୍ଦ୍ଦିଷ୍ଟ ଭାବେ ଏଜେଣ୍ଡା ସ୍ପଷ୍ଟ ହୋଇ ନଥିଲେ ମଧ୍ୟ ସରକାର ଉଚ୍ଚଶିକ୍ଷାରେ ଜାତୀୟ ଶିକ୍ଷାନୀତି ଲାଗୁ କରିବାକୁ ଯାଉଥିବାରୁ କ୍ୟାବିନେଟ୍‌ ଏ ପ୍ରସ୍ତାବରେ ମୋହର ମାରିପାରେ । ଏ ସଂପର୍କିତ ବିଜ୍ଞପ୍ତି ବିଧିବଦ୍ଧ ଜାରି ହୋଇଛି । ଏହାଛଡ଼ା ଅନ୍ୟ କିଛି ବିଭାଗର ପ୍ରସ୍ତାବରେ ମଧ୍ୟ କ୍ୟାବିନେଟ୍‌ ମୋହର ବାଜିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.