ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

ସୁନ୍ଦରଗଡ଼ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ : ମୁଖ୍ୟମନ୍ତ୍ରୀ

Published By : Suraj Kumar | November 28, 2024 5:15 PM

ଭୁବନେଶ୍ବର, ୨୮।୧୧ : ଉତ୍ତର ଓଡ଼ିଶା ବିକାଶ ପରିଷଦରେ ସୁନ୍ଦରଗଡ଼କୁ ସାମିଲ କରାଯିବାକୁ ନେଇ ବିଜେଡି ବିଧାୟକଙ୍କ ପକ୍ଷରୁ  ବିଭିନ୍ନ ବୟାନ ଦିଆଯାଇଥିଲା। ଏହାକୁ ନେଇ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜବାବ ରଖିଛନ୍ତି। 

ସାମାଜିକ ଗଣମାଧ୍ୟମ ‘ଏକ୍ସ‘ରେ ମୁଖ୍ୟମନ୍ତ୍ରୀ  ଲେଖିଛନ୍ତି, ସୁନ୍ଦରଗଡ଼ବାସୀ ଦୀର୍ଘ ବର୍ଷ ଧରି ଆମକୁ ଆଶୀର୍ବାଦ କରି ଆସୁଛନ୍ତି ଏବଂ ଆମେ ସୁନ୍ଦରଗଡ଼ବାସୀଙ୍କ ଭାବାବେଗକୁ ସମ୍ମାନ ଦେଉଛୁ। ତେଣୁ ସୁନ୍ଦରଗଡ଼ବାସୀଙ୍କ ଇଚ୍ଛା ବିରୁଦ୍ଧରେ କୌଣସି ପଦକ୍ଷେପ ସରକାର ନେବେ ନାହିଁ। ସୁନ୍ଦରଗଡ଼ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.