ପ୍ରମୂଖ ଖବର
  • ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ କସରତ: ୪ରେ ବିଧାୟକ ଦଳ ବୈଠକ ପରେ ନାମ ଘୋଷଣା, ୫ରେ ଶପଥ ସମାରୋହ
  • ||
  • ବଲାଙ୍ଗୀର: ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନ ଭିତରକୁ ମାଡିଗଲା ଟ୍ରକ୍, ସିକ୍ୟୁରିଟି ଗାର୍ଡ ମୃତ
  • ||
  • କେରଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, କାର୍-ବସ୍ ମୁହାଁମୁହିଁ ଧକ୍କାରେ ୫ ଡାକ୍ତରୀ ଛାତ୍ରଙ୍କ ଚାଲିଗଲା ଜୀବନ
  • ||
  • ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ର, , ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ଚଢ଼ାଉ
  • ||
  • ସଂସଦରେ ସମ୍ବିଧାନ ଚର୍ଚ୍ଚା ପାଇଁ ବାଚସ୍ପତିଙ୍କ ସହମତି, ଆଜିଠୁ ସ୍ୱାଭାବିକ ହୋଇପାରେ ଗୃହ
  • ||
  • ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ୪ରେ ନୌସେନା ସମରାଭ୍ୟାସ ଦେଖିବେ, ୫ରେ ଜୁଡିସିଆଲ କମ୍ପେ୍ଲକ୍ସ ଉଦ୍‌ଘାଟନ କରିବେ
  • ||
  • ଚଳିତ ବର୍ଷ ରାଜ୍ୟରେ ଜାଡ଼ କମ୍, ଡିସେମ୍ବରରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ
  • ||

ସୁନ୍ଦରଗଡ଼ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୮।୧୧ : ଉତ୍ତର ଓଡ଼ିଶା ବିକାଶ ପରିଷଦରେ ସୁନ୍ଦରଗଡ଼କୁ ସାମିଲ କରାଯିବାକୁ ନେଇ ବିଜେଡି ବିଧାୟକଙ୍କ ପକ୍ଷରୁ  ବିଭିନ୍ନ ବୟାନ ଦିଆଯାଇଥିଲା। ଏହାକୁ ନେଇ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜବାବ ରଖିଛନ୍ତି। 

ସାମାଜିକ ଗଣମାଧ୍ୟମ ‘ଏକ୍ସ‘ରେ ମୁଖ୍ୟମନ୍ତ୍ରୀ  ଲେଖିଛନ୍ତି, ସୁନ୍ଦରଗଡ଼ବାସୀ ଦୀର୍ଘ ବର୍ଷ ଧରି ଆମକୁ ଆଶୀର୍ବାଦ କରି ଆସୁଛନ୍ତି ଏବଂ ଆମେ ସୁନ୍ଦରଗଡ଼ବାସୀଙ୍କ ଭାବାବେଗକୁ ସମ୍ମାନ ଦେଉଛୁ। ତେଣୁ ସୁନ୍ଦରଗଡ଼ବାସୀଙ୍କ ଇଚ୍ଛା ବିରୁଦ୍ଧରେ କୌଣସି ପଦକ୍ଷେପ ସରକାର ନେବେ ନାହିଁ। ସୁନ୍ଦରଗଡ଼ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.