ପ୍ରମୂଖ ଖବର
  • ପହଲଗାମ ଆକ୍ରମଣରେ ଟିଆରଏଫର ସଂପୃକ୍ତି ନେଇ ପ୍ରମାଣ ମାଗିଲା ପାକିସ୍ତାନ
  • ||
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଦୁର୍ବଳ ହୋଇ ଅବପାତରେ ପରିଣତ ହେଲା ବାତ୍ୟା, ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

Published By : Rasmita Pradhan | October 26, 2024 8:32 AM

ଭୁବନେଶ୍ଵର, ୨୬/୧୦ : ଦୁର୍ବଳ ହୋଇ ଅବପାତରେ ପରିଣତ ହେଲା ବାତ୍ୟା। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଆଜି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝରକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ସ୍କୁଲ ବନ୍ଦ ରହିଛି।  

ସୂଚନାନୁଯାୟୀ, ବାତ୍ୟା ଦାନା ପ୍ରଭାବରେ ମାସ ଶେଷ ଯାଏ ପାଗ ମେଘୁଆ ରହିବ । ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହେବ । ଶନିବାରଠୁ ବର୍ଷା ପ୍ରାୟତଃ କମିଯିବ । ୩୧ ତାରିଖ ତଥା ଦୀପାବଳି ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା ସମେତ ଉତ୍ତର ପଶ୍ଚିମ ଆଭ୍ୟନ୍ତରରେ ବର୍ଷା ହୋଇପାରେ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.