ପ୍ରମୁଖ ଖବର
  • ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର
  • ||
  • ଚିଲିକାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୁରୀ ଲୋକସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଅପିଲ୍ କଲେ
  • ||
  • ଟିମ୍‌ ଇଣ୍ଡିଆ ମୁଖ୍ୟ କୋଚ୍‌ ରେସ୍, ମାହେଲା ଜୟବର୍ଦ୍ଧନେଙ୍କୁ ବିସିସିଆଇର ପ୍ରସ୍ତାବ
  • ||
  • ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ, ଆସନ୍ତା ସପ୍ତାହରେ ଭଙ୍ଗ ହେବ ସଂସଦ
  • ||
  • ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଣ୍ଟଡାଉନ୍ ଆରମ୍ଭ: ଗୁରୁବର ସନ୍ଧ୍ୟା ସରିବ ପ୍ରଚାର, ଶନିବାର ୫୮ ଆସନରେ ମତଦାନ
  • ||
  • କଣାସରେ ଘର ଭିତରକୁ ପଶିଗଲା ଟ୍ରାକ୍ଟର, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ମେ’ ୨୯ରେ ପୁଣି ଓଡ଼ିଶା ଆସିବେ ମୋଦି, ୨୬ରେଭଦ୍ରକରେ ଭୋଟ୍‌ ମାଗିବେ ରାହୁଲ, ବାଲେଶ୍ୱରକୁ ଖଡ୍‌ଗେ
  • ||
  • ରଥ ଖଳା ହାଲ୍‌ଚାଲ୍‌...ରଥ ଗୁଜରେ ନୃସିଂହ ମୁଖ ଅଙ୍କନ, ରୂପକାରଙ୍କ କାର୍ଯ୍ୟାରମ୍ଭ, ଅର ଅନୁକୂଳ କଲେ ବିଶ୍ୱକର୍ମା
  • ||
  • ସନ୍ଧ୍ୟାରେ ସରିବ ତୃତୀୟ ପର୍ଯ୍ୟାୟ ଭୋଟ୍‌ ପ୍ରଚାର, ଶନିବାର ୬ ଲୋକସଭା, ୪୨ ବିଧାନସଭାରେ ଭୋଟ୍‌
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨୪ ସୁଦ୍ଧା ଅବପାତ, ୨୫ରେ ଗଭୀର ଅବପାତ ସମ୍ଭାବନା, ଭଦ୍ରକ ଏବଂ ବାଲେଶ୍ୱରରେ ବର୍ଷିବ
  • ||

ନିର୍ବାଚନ ଡ୍ୟୁଟି ସାରି ଘରକୁ ଫେରୁଥିଲେ, ଦୁର୍ଘଟଣାରେ ଚାଲିଗଲା ଶିକ୍ଷକଙ୍କ ଜୀବନ

ମୋହନା, ୧୪।୫ :  ଅଜଣା ଗାଡି ଧକ୍କାରେ ପୋଲିଂ ଅଧିକାରୀଙ୍କ ମୃତ୍ୟୁ l ମୃତକ ହେଲେ ମୋହନା ବ୍ଳକ ବାଘମାରି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଏସୋ ମାଝୀ l ଚଳିତ ସାଧାରଣ ନିର୍ବାଚନ ରେ ପୋଲିଂ ଅଫିସର ଭାବେ ନିୟୋଜିତ ହୋଇ ନିଜର କାର୍ଯ୍ୟ ସାରି ଆଜି ଫେରିଲା ବେଳେ ଘଟିଛି ଏହି ଅଘଟଣ ।

ନିର୍ବାଚନ କାର୍ଯ୍ୟ ସାରି ଆଜି ନିଜ ବାଇକରେ ଗ୍ରାମକୁ ଏସୋ ଫେରୁଥିଲେ।  ଆର.ଉଦୟଗିରି ଥାନା ଛେଳିଗଡ ହାଟପଦା ଠାରେ କୌଣସି ଏକ ଅଜଣା ଗାଡ଼ି  ତାଙ୍କୁ ଧକ୍କା ଦେଇଥିଲା  । ଖବର ପାଇ ଘଟଣା ସ୍ଥଳରେ ଆର.ଉଦୟଗିରି ଥାନା ପୋଲିସ ପହଞ୍ଚି ଶବ ଜବତ କରି ବ୍ୟବଛେଦ ପାଇଁ ପାରଳାଖେମୁଣ୍ଡି ପଠାଇବା ସହ ଅଧିକ ତଦନ୍ତ ଚଳାଇଛି ।  

ଆହୁରି ପଢନ୍ତୁ : ସ୍ତ୍ରୀକୁ ହତ୍ୟା ପରେ ମୃତଦେହକୁ ବସ୍ତା ଭିତରେ ସିଲେଇ କରି ରଖିଥିଲା ସ୍ବାମୀ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.