ପ୍ରମୁଖ ଖବର
  • ରାଜକୋଟ: ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ, ୨-୧ରେ ସିରିଜ୍‌ ଜିତିଲା ଭାରତ
  • ||
  • ନାରାୟଣପାଟଣା : କେସେଲା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ନବୀକରଣ ମାମଲାର ସିବିଆଇ ତଦନ୍ତ ପାଇଁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ
  • ||
  • ରାଜକୋଟ: ରନ୍‌ ବର୍ଷା କଲା ଅଷ୍ଟ୍ରେଲିଆ ଟିମ୍‌, ଭାରତ ଆଗରେ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ
  • ||
  • ଇମ୍ଫାଲ୍: ମଣିପୁର ପୁଣି ଅଶାନ୍ତ, ରାଜ୍ୟର ୧୯ ଥାନାକୁ ଛାଡ଼ି ସବୁ ଅଶାନ୍ତ ଅଞ୍ଚଳ ଘୋଷଣା, ଇଣ୍ଟରନେଟ୍ ବନ୍ଦ
  • ||
  • ଇରାକ: ବିବାହ ଉତ୍ସବରେ ଭୟାବହ ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ଜଳିଗଲେ ୧୦୦ ଲୋକ
  • ||
  • ଚନ୍ଦାହାଣ୍ଡି : ଘାଟିରେ ଓଲଟିଲା ସ୍କୁଲ୍ ବସ୍, ପିଇଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ
  • ||
  • ମାଲକାନଗିରି : ଅକ୍ଟୋବର ୨ରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ, ଲକ୍ଷ୍ମୀ ବସ୍ ଯୋଜନାର କରିବେ ଶୁଭାରମ୍ଭ
  • ||

ସରକାରଙ୍କ ପ୍ରତିଶ୍ରୁତି ପରେ ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର, ୧୮।୯   ନିଖିଲ ଉତ୍କଳ ପ୍ରାଥମିକ ଶିକ୍ଷକ ମହାସଂଘର ଡାକରାରେ  ବିଭିନ୍ନ ଦାବି ନେଇ  ଧାରଣାରେ ବସିଥିବା ପ୍ରାଥମିକ ଶିକ୍ଷକ ନିଜର ଆନ୍ଦୋଳନ ସ୍ଥଗିତ ରଖିଛନ୍ତି। ଏ ନେଇ ପ୍ରାଥମିକ ଶିକ୍ଷକ ମହାସଂଘର ମହାସଚିବ ଚାରୁଲତା ମହାପାତ୍ର ସୋମବାର ସୂଚନା ଦେଇଛନ୍ତି।  ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁ ରାଜ୍ୟରେ ପ୍ରାଥମିକ ଶିକ୍ଷା ଓ ମଧ୍ୟାହ୍ନ ଭୋଜନ ବନ୍ଦ ହୋଇ ଯାଇଥିଲା। ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ ରହିଛି। ମଙ୍ଗଳବାର ଠାରୁ ଶିକ୍ଷକ-ଶିକ୍ଷୟିତ୍ରୀମାନେ  ସ୍କୁଲରେ ଯୋଗ ଦେବେ ବୋଲି ଜଣାପଡିଛି।ସୂଚନାଯୋଗ୍ୟ ଯେ, ବିଭିନ୍ନ ଦାବି ନେଇ ପ୍ରାଥମିକ ଶିକ୍ଷକଙ୍କମାନେ ସମୂହ ଛୁଟିରେ ଯାଇ ଜିଲ୍ଲା ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। 


ଆହୁରି ପଢନ୍ତୁ : ପୋଲ ଉପରେ ମୋବାଇଲ ଦେଖିବା ହେଲା କାଳ, ବଜ୍ରପାତ ନେଲା ଜୀବନ


Copyright © 2022 - Summa Real Media Private Limited. All Rights Reserved.