ପ୍ରମୂଖ ଖବର
  • ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
  • ||
  • ରୁଙ୍ଗଟା କାରଖାନାରେ ଅଘଟଣ, ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକ ମୃତ
  • ||
  • ରି ଚେକିଂ ହେବ ୧୮ ହଜାର ମାଟ୍ରିକ୍‌ ଖାତା, ବୋର୍ଡରେ ଆବେଦନ କରିଛନ୍ତି ୫ ହଜାର ପରୀକ୍ଷାର୍ଥ
  • ||
  • କେନ୍ଦୁଝର: ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ
  • ||
  • ଭୋଗରାଇ: ବଙ୍ଗୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସହଯୋଗୀ ଫେରାର୍
  • ||
  • ସୁପର ୮ରେ ଭାରତ-ଅଷ୍ଟ୍ରେଲିଆ ବଡ଼ ଲଢ଼େଇ: ନେଟ୍‌ ରନରେଟ୍‌ ହେବ ଖେଳ, ଖଳନାୟକ ସାଜିପାରେ ବର୍ଷା
  • ||
  • ସୋମବାରଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ:୨୬ରେ ବାଚସ୍ପତି ନିର୍ବାଚନ, ୨୭ରେ ରାଜ୍ୟ ସଭା ବୈଠକ
  • ||
  • ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ସରକାରଙ୍କ ପ୍ରତିଶ୍ରୁତି ପରେ ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର, ୧୮।୯   ନିଖିଲ ଉତ୍କଳ ପ୍ରାଥମିକ ଶିକ୍ଷକ ମହାସଂଘର ଡାକରାରେ  ବିଭିନ୍ନ ଦାବି ନେଇ  ଧାରଣାରେ ବସିଥିବା ପ୍ରାଥମିକ ଶିକ୍ଷକ ନିଜର ଆନ୍ଦୋଳନ ସ୍ଥଗିତ ରଖିଛନ୍ତି। ଏ ନେଇ ପ୍ରାଥମିକ ଶିକ୍ଷକ ମହାସଂଘର ମହାସଚିବ ଚାରୁଲତା ମହାପାତ୍ର ସୋମବାର ସୂଚନା ଦେଇଛନ୍ତି।  ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁ ରାଜ୍ୟରେ ପ୍ରାଥମିକ ଶିକ୍ଷା ଓ ମଧ୍ୟାହ୍ନ ଭୋଜନ ବନ୍ଦ ହୋଇ ଯାଇଥିଲା। ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ ରହିଛି। ମଙ୍ଗଳବାର ଠାରୁ ଶିକ୍ଷକ-ଶିକ୍ଷୟିତ୍ରୀମାନେ  ସ୍କୁଲରେ ଯୋଗ ଦେବେ ବୋଲି ଜଣାପଡିଛି।ସୂଚନାଯୋଗ୍ୟ ଯେ, ବିଭିନ୍ନ ଦାବି ନେଇ ପ୍ରାଥମିକ ଶିକ୍ଷକଙ୍କମାନେ ସମୂହ ଛୁଟିରେ ଯାଇ ଜିଲ୍ଲା ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। 


ଆହୁରି ପଢନ୍ତୁ : ପୋଲ ଉପରେ ମୋବାଇଲ ଦେଖିବା ହେଲା କାଳ, ବଜ୍ରପାତ ନେଲା ଜୀବନ


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.