PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର: ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିିତ ପୂଜାରୀଙ୍କୁ ବହିଷ୍କାର ପରେ ବଦଳିଲେ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ
  • ||
  • ସିଙ୍ଗାପୁରରେ ରାଷ୍ଟ୍ରପତି ନିର୍ବାଚନ ଲଢିବେ ଭାରତୀୟ ବଂଶୋଦ୍ଭବ ତଥା ବରିଷ୍ଠ ମନ୍ତ୍ରୀ ଥର୍ମନ ଶନମୁଗରତ୍ନମ
  • ||
  • ଭୁବନେଶ୍ବର : ୧୦ ଜିଲ୍ଲାର ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା କଂଗ୍ରେସ
  • ||
  • ଭୁବନେଶ୍ବର : ପିସିସି ଶୃଙ୍ଖଳା କମିଟି ପୁନର୍ଗଠନ, କମିଟି ଅଧ୍ୟକ୍ଷ ହେଲେ ବିଧାୟକ ସନ୍ତୋଷ ସିଂ ସାଲୁଜା
  • ||
  • ସୋର : ଭଙ୍ଗା ହେଲା ବାହାନଗା ହାଇସ୍କୁଲ ଘର, ଟ୍ରେନ୍ ଦୁର୍ଘଟଣା ପରେ ରଖାଯାଇଥିଲା ମୃତଦେହ
  • ||
  • ଭୁବନେଶ୍ଵର : ରେଲୱେ ପକ୍ଷରୁ ବାହାନଗା ରେଳ ଦୁର୍ଘଟଣାଗ୍ରସ୍ତ ୬୬୧ ପରିବାରକୁ ମିଳିଛି ସହାୟତା ରାଶି, ୪ଟି ଲେନରେ କରୁଛି ଟ୍ରେନ୍ ଚଳାଚଳ
  • ||
  • ରାୟଗଡ଼ା : ଠିକାଦାର ତଥା କଂଗ୍ରେସ ନେତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
  • ||
  • ଭୁବନେଶ୍ଵର : ଏକ ମଡେଲ ସ୍କୁଲ ଭାବରେ ଗଢାହେବ ବାହାନଗା ହାଇସ୍କୁଲ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ||

ଆମପାଣି ଘାଟିରେ ବାଇକ୍‌କୁ ଧକ୍କା ଦେଲା ଟ୍ରକ; ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

କୋକସରା:୨୫/୦୩: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଦେଇ ଯାଇଥିବା ଜାତୀୟ ରାଜପଥ ୨୬ ଆମପାଣି ଘାଟିର କୁସୁମଜୋର ବୁଲାଣିରେ ଆଜି ସକାଳୁ ଏକ ଦୁର୍ଘଟଣା ଘଟିଛି। ଟ୍ରକ ଧକ୍କା ରେ ବାଇକ ଚୁରମାର ହେବା ସହ ବାଇକ ଚାଳକ ଗୁରୁତର ହୋଇଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ଟ୍ରକ ଛାଡି ଡ୍ରାଇଭର ଫେରାର ଥିବା ଜଣାପଡିଛି। ଦୁର୍ଘଟଣାରେ ଗୁରୁତର ଥିବା ଯୁବକ ଆମପାଣି ପଂଚାୟତ କନ୍ଦାଗଡ ଗାଁ ର ଫୁଲସିଙ୍ଗ ପୁଝାରି ବୋଳି ଜଣାପଡିଛି। ଗୁରୁତର ଯୁବକକୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା ପରେ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇବା ପରେ ଆମପାଣି ପୁଲିସ ପହଞ୍ଚି ଘଟଣା ର ତଦନ୍ତ ଜାରି ରଖିଛି।

ସମ୍ବନ୍ଧିତ ଖବର