ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ସ୍କୁଟି ଉପରେ ଚଢିଗଲା ଟ୍ରକ୍, ଚାଲିଗଲା ୨ ଭାଇଙ୍କ ଜୀବନ

କଟକ, ୨୧/୦୫ : ସ୍କୁଟି ଉପରେ ଚଢିଗଲା ଟ୍ରକ୍। ଚାଲିଗଲା ୨ ଭାଇଙ୍କ ଜୀବନ। କଟକ ବାଲିକୁଦା ଓଭରବ୍ରିଜ୍ ଉପରେ ଏହି ଦୁର୍ଘଟଣା ଘଟିଛି। ସଦର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଓ ଆକ୍ଟିଭା ଗାଡ଼ିକୁ ଜବତ କରି ଥାନାକୁ ଆଣିଛି। 

ସୂଚନାନୁଯାୟୀ, ଏକ ଆକ୍ଟିଭା ଯୋଗେ ଦୁଇ ଭାଇ ଭୁବନେଶ୍ୱରରୁ କଟକ ଆଡ଼କୁ ଯାଉଥିବା ବେଳେ କଟକ ବାଲିକୁଦା ଓଭରବ୍ରିଜ୍ ଉପରେ ଏକ ଆଇରନ୍ ବୋଝେଇ ଟ୍ରକ୍ ଚଢି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୨ ଭାଇଙ୍କ ମୃତ୍ୟୁ ଘଟିଛି। ସଦର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଓ ଆକ୍ଟିଭା ଗାଡ଼ିକୁ ଜବତ କରି ଥାନାକୁ ଆଣିଛି। ଦୁଇ ଯୁବକ ସାଲେପୁର ଅଞ୍ଚଳର ହୋଇଥିବା ବେଳେ ତାଙ୍କ ପରିବାର ଲୋକଙ୍କ ସହ ଯୋଗାଯୋଗ କରାଯାଉଛି ବୋଲି ସଦର ଥାନା ପୋଲିସ ପକ୍ଷରୁ ସୂଚନା ମିଳିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.