ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ସ୍କୁଟି ଉପରେ ଚଢିଗଲା ଟ୍ରକ୍, ଚାଲିଗଲା ୨ ଭାଇଙ୍କ ଜୀବନ

କଟକ, ୨୧/୦୫ : ସ୍କୁଟି ଉପରେ ଚଢିଗଲା ଟ୍ରକ୍। ଚାଲିଗଲା ୨ ଭାଇଙ୍କ ଜୀବନ। କଟକ ବାଲିକୁଦା ଓଭରବ୍ରିଜ୍ ଉପରେ ଏହି ଦୁର୍ଘଟଣା ଘଟିଛି। ସଦର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଓ ଆକ୍ଟିଭା ଗାଡ଼ିକୁ ଜବତ କରି ଥାନାକୁ ଆଣିଛି। 

ସୂଚନାନୁଯାୟୀ, ଏକ ଆକ୍ଟିଭା ଯୋଗେ ଦୁଇ ଭାଇ ଭୁବନେଶ୍ୱରରୁ କଟକ ଆଡ଼କୁ ଯାଉଥିବା ବେଳେ କଟକ ବାଲିକୁଦା ଓଭରବ୍ରିଜ୍ ଉପରେ ଏକ ଆଇରନ୍ ବୋଝେଇ ଟ୍ରକ୍ ଚଢି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୨ ଭାଇଙ୍କ ମୃତ୍ୟୁ ଘଟିଛି। ସଦର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଓ ଆକ୍ଟିଭା ଗାଡ଼ିକୁ ଜବତ କରି ଥାନାକୁ ଆଣିଛି। ଦୁଇ ଯୁବକ ସାଲେପୁର ଅଞ୍ଚଳର ହୋଇଥିବା ବେଳେ ତାଙ୍କ ପରିବାର ଲୋକଙ୍କ ସହ ଯୋଗାଯୋଗ କରାଯାଉଛି ବୋଲି ସଦର ଥାନା ପୋଲିସ ପକ୍ଷରୁ ସୂଚନା ମିଳିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.