ପ୍ରମୁଖ ଖବର
  • ଖଣ୍ଡପଡ଼ା: ପୋଖରୀରେ ବୁଡ଼ି ପଞ୍ଚମ ଶ୍ରେଣୀର ଛାତ୍ରଙ୍କ ମୃତ
  • ||
  • ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି, ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି
  • ||
  • ଶନିବାରଠୁ ପିଜି ନାମଲେଖା ଆବେଦନ, ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ: ଜୁନ୍‌ ୨୨ରେ ଆଡମିଟ୍‌ କାର୍ଡ, ଜୁଲାଇ ୩ରୁ ୧୪ ପ୍ରବେଶିକା ପରୀକ୍ଷା
  • ||
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ପୋଡୁ ଚାଷ ପାଇଁ ଜଙ୍ଗଲରେ ଲଗାଉଥିଲେ ନିଆଁ, ଫରେଷ୍ଟରଙ୍କ ହାତରେ ଧରାପଡିଲେ ଯୁବକ

କୋକସରା(ଆପ୍ର)୦୯/୦୪: ଧର୍ମଗଡ ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଆମପାଣି ଫରେଷ୍ଟ ସେକ୍ସନ ଅଧୀନ ରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ରେ ବେଆଇନ ଭାବେ ପୋଡ଼ୁ ଚାଷ ପାଇଁ ନିଆଁ ଲଗାଉ ଥିବା ସମୟରେ ଜଣେ ଯୁବକ ବନବିଭାଗ ହାତରେ ଧରାପଡିଛନ୍ତି। ଯୁବକ ଜଣକ ହେଲେ ରାମ ଯାନୀ। ତାଙ୍କୁ ବନ କର୍ମଚାରୀ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। 

  ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ରେ ବେଆଇନ ଭାବେ ପୋଡ଼ୁ ଚାଷ ପାଇଁ ରାମ ଯାନୀ  ନିଆଁ ଲଗାଉ ଥିଲେ। ଏହି ସମୟରେ କୌଣସି ସୂତ୍ରରୁ ଖବର ପାଇ ଆମପାଣି ଫରେଷ୍ଟର ମନୀଷା ପଟ୍ଟନାୟକ ଙ୍କ ନେତୃତ୍ୱରେ କର୍ମଚାରୀ ମାନେ କଳାହାଣ୍ଡି ଓ ନବରଙ୍ଗପୁର ସୀମାନ୍ତ ବଡ଼ ବାରଲୀ ଅଞ୍ଚଳ ର ମିନୁ ଯାନୀ ଙ୍କ ପୁଅ ରାମ ଯାନୀ (୪୦) କୁ ଘଟଣାସ୍ଥଳ ରୁ ଗିରଫ କରିଥିଲେ।  କୋକସରା ଜେ ଏମ ଏଫ ସି କୋର୍ଟ ରେ ହାଜର କରିବା ପରେ କୋର୍ଟ ଚାଲାଣ କରିଥିବା ନେଇ ଆମପାଣି ଫରେଷ୍ଟର ମନୀଷା ପଟ୍ଟନାୟକ ସୂଚନା ଦେଇଛନ୍ତି।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.