ପ୍ରମୁଖ ଖବର
  • ଟାଟା ମୋଟର୍ସ ଚାକିରି ଦେବା ନାଁ ଠକଇେ ମାମଲା: ଅଦାଲତରେ ହାଜର ହେବେ ପ୍ରଦିପ ପାଣିଗ୍ରାହୀ
  • ||
  • ନିର୍ବାଚନ ଲଢ଼ିପାରିବେନି କଟକ- ବାରବାଟୀ ବିଧାୟକ ମହମ୍ମଦ ମୋକିମ୍,,ଦୋସୀ ସାବ୍ୟସ୍ତ ଉପରେ ଲାଗିନି ରୋକ୍
  • ||
  • ଶଙ୍ଖ ଭବନରେ ବର୍ଷା ପ୍ରିୟଦର୍ଶିନୀ, ଆରମ୍ଭ ହେଲା ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ORHDC ଦୁର୍ନୀତି ମାମଲା : ମହମ୍ମଦ ମୋକିମଙ୍କୁ ଜାମିନ୍ ଦେଲେ ସୁପ୍ରିମକୋର୍ଟ, ଭିଜିଲାନ୍ସକୁ ନୋଟିସ୍
  • ||
  • ମାଲେସିଆରେ ନୌସେନାର ୨ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୧୦ ମୃତ
  • ||
  • ବିଜେଡିରୁ ଇସ୍ତଫା ଦେଲେ ସମ୍ବଲପୁର ପୂର୍ବତନ ବିଧାୟିକା ଡ. ରାସେଶ୍ବରୀ ପାଣିଗ୍ରାହୀ
  • ||
  • ମାହାଙ୍ଗା ଡବଲ୍‌ ମର୍ଡର ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ
  • ||
  • ବନ୍ୟାରେ ଭାସିଲା ଚୀନ୍‌: ବିପଦ ସଙ୍କେତ ଉପରେ ୪୪ ନଦୀ, ୪ ମୃତ, ହଜାରେରୁ ଅଧିକ ସ୍କୁଲ ବନ୍ଦ
  • ||
  • ଆଇପିଏଲରେ ସୁପର କିଙ୍ଗ୍‌ସ- ସୁପର ଜାଏଣ୍ଟ୍‌ସ ମଧ୍ୟ ଲଢ଼େଇ, ପୂର୍ବ ପରାଜୟର ପ୍ରତିଶୋଧ ଲକ୍ଷ୍ୟରେ CSK
  • ||
  • ଓଆର୍‌ଏଚ୍‌ଡିସି ଦୁର୍ନୀତି ମାମଲା: ଆଜି ସୁପ୍ରିମକୋର୍ଟରେ ମହମ୍ମଦ ମୋକିମ୍‌ଙ୍କ ଭାଗ୍ୟ ପରୀକ୍ଷା
  • ||
  • ହେ ପ୍ରଭୁ! ରକ୍ଷା କର..ଆହୁରି ଭୟାନକ ହେବ ଗ୍ରୀଷ୍ମ ପ୍ରବାହ, ୨୬ରେ ତାତିର ବିସ୍ଫୋରଣ ଆଶଙ୍କା
  • ||

ରାସ୍ତାରେ ଯାଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡି, ଯୁବକ ମୃତ

ଆନନ୍ଦପୁର, ୧୫/୦୩ : ଅଜଣା ଗାଡି ଧକ୍କାରେ ଯୁବକ ମୃତ। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଦେଇ ଯାଇଥିବା ୨୦ ନଂ ଜାତୀୟ ରାଜପଥର ତାଳଗାଁ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣଙ୍କ ହେଉଛନ୍ତି ବୀରଗୋବିନ୍ଦପୁର ଗାଁର ଶଶି ମୁର୍ମୁ।

ସୂଚନାନୁଯାୟୀ, ବୀରଗୋବିନ୍ଦପୁର ଗାଁର ଶଶି ମୁର୍ମୁ ରାସ୍ତାରେ ଚାଲିଚାଲି ଯାଉଥିବା ବେଳେ ତାଳଗାଁ ଛକ ନିକଟରେ ତାଙ୍କୁ ଏକ ଗାଡି ଧକ୍କା ଦେଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନା ଭର୍ତ୍ତି କରିଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଘଷିପୁରା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଦୁର୍ଘଟଣା ଘଟାଇଥିବା ଗାଡି ସମ୍ପର୍କରେ ଅନୁସନ୍ଧାନ ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.