ପ୍ରମୂଖ ଖବର
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ମହାନଦୀରେ ଗାଧୋଇବା ବେଳେ ବୁଡ଼ିଗଲେ ୩ ଜଣ: ଜଣେ ଉଦ୍ଧାର, ସର୍ଚ୍ଚ ଅପରେସନ୍‌ ଜାରି

Published By : Harapriya Sethi | April 24, 2025 3:12 PM

କଟକ, ୨୪/୦୪: ଗାଧୋଇବା ବେଳେ ଅଘଟଣ । ଗୁରୁବାର ଅପରାହ୍ନ ୧:୪୦ରେ ଯୋବ୍ରା ନିକଟସ୍ଥ ମହାନଦୀରେ ଗାଧୋଇବା ବେଳେ ହଠାତ୍‌ ୩ ଜଣ ବୁଡ଼ିଯାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ସେମାନଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରି ଜଣଙ୍କୁ ଉଦ୍ଧାର କରିଛନ୍ତି । ଖବର ପାଇ ଚାଉଳିଆଗଞ୍ଜ ଏଫଏସ୍ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ସର୍ଚ୍ଚ ଅପରେସନ୍‌ ଜାରି ରଖିଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.