ପ୍ରମୂଖ ଖବର
  • ବଲାଙ୍ଗୀର : ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ ଯନ୍ତ୍ରୀ, ହରେକୃଷ୍ଣ ସାହୁଙ୍କ ଠାରୁ ୭ ହଜାର ଟଙ୍କା ଜବତ କଲା ଭିଜିଲାନ୍ସ
  • ||
  • ବୌଦ୍ଧ : ସାମାନ୍ୟ ବଚସାକୁ ନେଇ ଛୁରା ମାଡ, ଯୁବକ ମୃତ
  • ||
  • ଉଦଳା : ମରିଗଲା ମାନବିକତା, ପୋଲ ତଳେ ନବଜାତକକୁ ଛାଡି ଚାଲିଗଲା ମା
  • ||
  • ଗୁଣପୁର : ପିକ୍‌ଅପ୍ ଭ୍ୟାନ୍ ସହ ୨୫ ଟି ଶାଳ କାଠ ଜବତ, ୨ ଗିରଫ
  • ||
  • ୧୦,୩୦୦ କୁଇଣ୍ଟାଲ୍ ଅର୍ପଣ ଚାଉଳ ନିଲାମ; ୨ କୋଟି ୮୬ ହଜାର ଟଙ୍କାରେ ନିଲାମ, ଶ୍ରୀମନ୍ଦିର ପାଣ୍ଠିରେ ଜମା ହେବ ଟଙ୍କା
  • ||
  • ରାଜଧାନୀରେ ପୋଲିସକୁ ଛୁରାମାଡ଼, କନେଷ୍ଟବଳ ଆହତ
  • ||
  • ଭୁବନେଶ୍ୱର ବିମାନ ବନ୍ଦରରେ ନିର୍ମାଣ ହେବ ତୃତୀୟ ଟର୍ମିନାଲ, ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ
  • ||
  • ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ ଡାକରା, ୩୨୬ ନମ୍ବର ରାଞ୍ଚି – ବିଜାଓ୍ବାଡା ଜାତୀୟ ରାଜପଥ ଅବରୋଧ
  • ||
  • ପାଟଣା : ଗାଧୋଇବା ବେଳେ ଅଘଟଣ, ପୋଖରୀରେ ବୁଡି ୪ ବର୍ଷର ଶିଶୁପୁତ୍ରର ମୃତ୍ୟୁ
  • ||
  • ଚୌଦ୍ବାର : ରେଳ ଧାରଣରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • ଉଦଳା : ସିସିଟିଭିରେ ଗାମୁଛା ଗୁଡ଼ାଇ ଚୋରି, ଦେଢ଼ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୨୦ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଲୁଟ୍
  • ||
  • ବଣାଇ : ରେଡ଼ିଓକୁଲାର ଲଗାଇବା ପରେ ଦନ୍ତାର ଉତ୍ପାତ, ଘରେ ପଶି ବ୍ୟକ୍ତିଙ୍କୁ କଚାଡ଼ି ମାରିଲା ହାତୀ
  • ||
  • ସୁନ୍ଦରଗଡ : ଘରେ ପଶି ଦୁଇ ଗାଡି ଜାଳିଦେଲେ ଦୁର୍ବୃତ୍ତ; ଜଣେ ଅଟକ
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଦକ୍ଷିଣ ଆଫ୍ରିକା - ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଟକ୍କର, ସ୍ୱତନ୍ତ୍ର ଜର୍ସି ପିନ୍ଧି ଖେଳିବ ଦ.ଆଫ୍ରିକା
  • ||
  • ଜିଲ୍ଲାଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ: ଯାତାୟାତ ଠପ୍‌, ଯାତ୍ରୀ ହନ୍ତସନ୍ତ
  • ||
  • ଦଶହରାରେ ବର୍ଷା ନାହିଁ, ରହିବ ଗୁଳୁଗୁଳି ପାଗ: ଓଡ଼ିଶା ଉପରେ ପଡିବନି ଲଘୁଚାପ ପ୍ରଭାବ
  • ||
  • ସମ୍ବଲପୁର ମଣ୍ଡଳ ଜେଲ୍‌ରେ ରେଡ୍‌, ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ
  • ||

ସୀମାନ୍ତରେ ୩ ମାଓବାଦୀ ଗିରଫ, ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ

ମାଲକାନଗିରି,୭।୯ : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟର ବିଜାପୁର ଜିଲ୍ଲାରେ ୩ ଜଣ ମାଓବାଦୀଙ୍କୁ  ସୁରକ୍ଷା ବାହିନୀ ଗିରଫ କରିଛି। ସେମାନଙ୍କ ନିକଟରୁ  ଗୋଳା ବାରୁଦ ଓ ବିପୁଳ  ମାଓ ସାମଗ୍ରୀ  ଜବତ କରାଯାଇଛି।  ଗିରଫ ମାଓବାଦୀମାନେ ହେଲେ କୁଡାମି ସୋମଲୁ, ଲିଙ୍ଗୁ ସେମଲା, ସୋମଲୁ କଡତି।

ବିଜାପୁର ଜିଲ୍ଲାରେ ଚାଲିଥିବା ମାଓ ଦମନ ତଲାସି ଅଭିଯାନରେ ଡିଆରଜି, ବାସାଗୁଡା ଥାନା ପୁଲିସ, କୋବ୍ରା ୨୧୦, ସିଆରପିଏଫ୍ ୧୬୮ ମିଳିତ ଟିମ ସାର୍କେଗୁଡାର ପେଗଡାପାଲି ଜଙ୍ଗଲରେ ମାଓବାଦୀଙ୍କ ଉପସ୍ଥିତି ସୂଚନା ପାଇ ମାଓବାଦୀ ବିରୋଧୀ ଅପରେସନ ପାଇଁ ଯାଇଥିଲେ। ଏହି ଅପରେସନ୍ ସମୟରେ ସାର୍କେଗୁଡା-ପେଗଡାପାଲ୍ଲୀ ମଧ୍ୟରେ ଥିବା ଜଙ୍ଗଲରୁ କିଛି ବ୍ୟକ୍ତି ଯବାନମାନଙ୍କୁ ଦେଖି ଲୁଚି ପଳାଇବାକୁ ଚେଷ୍ଟା କରୁଥିବା ବେଳେ ତିନିଜଣ ସନ୍ଦିଗ୍ଧ ମାଓବାଦୀଙ୍କୁ ଯବାନମାନେ କାବୁ କରିଥିଲେ । ଏହି ମାଓବାଦୀଙ୍କ ନିକଟରୁ କୋରେକ୍ସ ତାର, ଜିଲାଟିନ୍, ବିସ୍ଫୋରକ ସାମଗ୍ରୀ, ଡିଟୋନେଟର ଆଦି ଯବାନ ଜବତ କରିବା ସହ ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣା ପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.