୭ ଜିଲ୍ଲାକୁ ବଜ୍ରପାତ ସତର୍କ ସୂଚନା

source:http://theconversation.com
ଭୁବନେଶ୍ୱର ୬/୬: ୭ ଜିଲ୍ଲାକୁ ବଜ୍ରପାତ ସତର୍କ ସୂଚନା । ସନ୍ଧ୍ଯା ୬ଟା ପର୍ଯ୍ୟନ୍ତ ୭ଟି ଜିଲ୍ଲାକୁ ସତର୍କ ସୂଚନା ଦେଲା ପାଣିପାଗ ବିଭାଗ । ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଅନୁଗୁଳ, କେନ୍ଦୁଝର, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାକୁ ପାଣିପାଗର ସତର୍କ ସୂଚନା । ଏହି ଜିଲ୍ଲା ମାନଙ୍କରେ ଝଡବର୍ଷା ସହ ବଜ୍ରପାତ ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି ।