ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବାଘୁଣୀ ନାଁ ରଖାଗଲା ଯମୁନା, ମହାରାଷ୍ଟ୍ରରୁ ଅଣାଯାଇଛି ଶିମିଳିପାଳ

Published By : Suraj Kumar | October 28, 2024 5:42 PM

ଭୁବନେଶ୍ବର, ୨୮।୧୦ : ମହାରାଷ୍ଟ୍ରରୁ ଶିମିଳିପାଳ ଆସିଥିବାର ବାଘୁଣୀର  ନାଁ  ରଖାଯାଇଛି।  ବାଘୁଣୀର ନାମ ଯମୁନା ରଖାଯାଇଛି ବୋଲି ପିସିସିଏଫ  ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି। 

ମହାରାଷ୍ଟ୍ରର ତଡବା ଅନ୍ଧାରୀ ବ୍ୟାଘ୍ର ପ୍ରକଳ୍ପରୁ ଶିମିଳିପାଳକୁ ଗୋଟିଏ ଅଢେଇ ବର୍ଷର ବାଘୁଣୀ ରବିବାର ଅଣାଯାଇଛି  । ଏହି ବାଘୁଣୀକୁ ଆଣିବାକୁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପର ଏକ ସ୍ୱତନ୍ତ୍ର ଟିମ୍‌ ଗତ ୨୦ ତାରିଖରେ  ମହାରାଷ୍ଟ୍ର ଯାଇଥିଲେ । ଗତକାଲି ବାଘୁଣୀ ଧରାହେବା ପରେ ଆଇନ କାନୁନ ଅନୁଯାୟୀ ସମସ୍ତ କାଗଜପତ୍ର ହେବା ପରେ ଏହାକୁ ଶିମିଳିପାଳକୁ ଅଣାଯାଇଥିବା ନେଇ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟପ୍ରାଣୀ ସଂରକ୍ଷକ ଡଃ ପ୍ରକାଶଚାନ୍ଦ ଗୋଗୀନେନୀ ଗଣମାଧ୍ୟମକୁ ସୂଚନା ଦେଇଥିଲେ।  ସୋମବାର ବଡିଭୋରରୁ ଏନକ୍ଲୋଜରରେ  ବାଘୁଣୀକୁ ଛଡାଯାଇଛି । କିଛିଦିନ ଅହରହ ନିରୀକ୍ଷଣରେ ରହିବା ପରେ ଜଙ୍ଗଲର କୋର୍‌ ଏରିଆରେ ବାଘୁଣୀକୁ ଛଡାଯିବ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.