ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ଆଗରପଡ଼ାରେ ବାଘ ଆତଙ୍କ, ସିସିଟିଭିରେ କଏଦ ହେଲା ବାଘ ଦୃଶ୍ୟ

ଆଗରପଡ଼ା,୦୬/୦୮: ଭଦ୍ରକ ଜିଲ୍ଲା  ଆଗରପଡ଼ା ଥାନା ବିଟିପୁରସ୍ଥିତ ଗଡ଼ସାହିରେ ସୋମବାର ସନ୍ଧ୍ୟାରେ ଏକ ବାଘ ବୁଲୁଥିବାର ସିସିଟିଭିରେ ଦେଖାଯାଇଥିଲା । ସ୍ଥାନୀୟ ନିବାସୀ  ଚିତ୍ତରଞ୍ଜନ ରାମଙ୍କ ଘରବାଡ଼ି ପଛପଟେ ଏହି ବାଘ ବୁଲୁଥିବା ସିସିଟିଭିରେ ଦେଖିବାକୁ ମିଳିଥିଲା । ଖବର ପ୍ରଚାରିତ ହେବା ପରେ ସମସ୍ତଙ୍କ ତାଟି କବାଟ ପଡ଼ିଯାଇଥିଲା । ଗାଁଲାକେ ଭୟଭୀତ ଅବସ୍ଥାରେ ରହିଛନ୍ତି । ପ୍ରକୃତରେ ଏହା ବାଘ କି ଅନ୍ୟ କୌଣସି  ବନ୍ୟଜନ୍ତୁ ସଠିକ ଭାବେ ଜଣାପଡ଼ିନାହିଁ । ଖବର ପାଇ ବନବିଭାଗ ଆଗରପଡ଼ା ଥାନା  ସହାୟତରେ ଚିତ୍ତରଞ୍ଜନଙ୍କ ଘରେ ପହଞ୍ଚି ସିସିଟିଭିକୁ ଯାଞ୍ଚ କରୁଥିବା ଜଣାପଡ଼ିଛି।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.