ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ରାସ୍ତାରେ ୨ ବାଘ ଦେଖି ଛାନିଆ ବାଟୋଇ, ଭାଇରାଲ୍ ହେଉଛି ଭିଡିଓ

ବ୍ରହ୍ମପୁର, ୧୨।୦୨ : ପୁଣି ବାଘ ଆତଙ୍କ। ପାତ୍ରପୁର ବି ନୂଆଗାଁ ସର୍ଦାପୁର ନିକଟ ରାସ୍ତା ଉପରେ ବୁଲୁଛନ୍ତି ବାଘ। ରବିବାର ରାତିରେ ରାସ୍ତାରେ ୨ଟି ବାଘ ବୁଲୁଥିବା ଦେଖି ବାଟୋଇ ଛାନିଆ ହୋଇପଡିଛନ୍ତି। ତେବେ ଏହା କି ପ୍ରଜାତିର ବାଘ ଏବଂ କେଉଁଠୁ ଆସିଛନ୍ତି ତାହା ସ୍ପଷ୍ଟ ଜଣାପଡ଼ି ନାହିଁ। ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି। ଏନେଇ ବନ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। ବାଘ ୨ଟିଙ୍କର ଏକ ଭିଡିଓ ଭାଇରାଲ୍ ହେବାରେ ଲାଗିଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.