PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭଗବାନ ଚିତ୍ରଗୁପ୍ତଙ୍କ ଚରିତ୍ରକୁ ମଜାଳିଆ ଢଙ୍ଗରେ ଚିତ୍ରଣ କରିବାକୁ ନେଇ ଅଭିନେତା ଅଜୟ ଦେବଗନଙ୍କ ସମେତ କେତେକଙ୍କ ନାଁରେ ଏତଲା
  • ||
  • ଖୋର୍ଦ୍ଧା : ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ରେଡ୍, ଖୋର୍ଦ୍ଧାର ଶାନ୍ତି ଜୁଏଲର୍ସ ମାଲିକଙ୍କ ଠାରୁ ନେଉଥିଲେ ସୁନା ଓ ଟଙ୍କା
  • ||
  • ସମ୍ବଲପୁର : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଗୋବିନ୍ଦପୁରକୁ ପ୍ରଥମ ‘ପକ୍ଷୀଗ୍ରାମ’ ମାନ୍ୟତା, ଯୋଜନାରେ ସାମିଲ ହେବେ ୩ ଗାଁ
  • ||
  • ଭୁବନେଶ୍ବର : ବରମୁଣ୍ଡା ବସ ଷ୍ଟାଣ୍ଡରୁ ୫୦କେଜି ଗଞ୍ଜେଇ ଜବତ, ୪ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
  • ||
  • ଭୁବନେଶ୍ୱର : ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି, ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ହେଉଥିଲେ ଚିକିତ୍ସିତ
  • ||
  • କଟକ : କଟକ ପାରାଦୀପ ରାସ୍ତା ସୋମପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗ୍ୟାରେଜ ଉପରେ ମାଡିଗଲା ଟ୍ରକ
  • ||
  • ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ
  • ||

କଲରାପତରିଆ ବାଘ ‘ମଙ୍ଗଳ’ ଅସୁସ୍ଥ

ବାରଙ୍ଗ,୦୯/୦୮: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରହୁଥିବା ୧୬ ବର୍ଷିୟ କଲରାପତରିଆ ବାଘ ‘ମଙ୍ଗଳ’ ଅସୁସ୍ଥ ହୋଇପଡିଛି । କିଛି ଦିନ ହେବ ସେ ଠିକ୍‌ରେ ଖାଦ୍ୟ ଗ୍ରହଣ କରୁନାହିଁ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ନଆସିବାରୁ ତାକୁ ଜନ୍ତାରେ ଧରାଯାଇ ପ୍ରାଣୀ ଉଦ୍ୟାନର ଚିକିତ୍ସାଳୟକୁ ଅଣାଯାଇଛି । ପ୍ରାଣୀ ଉଦ୍ୟାନର ଡାକ୍ତର ତାର ସ୍ୱାସ୍ଥ୍ୟ ପରୀକ୍ଷା କରିବା ପରେ ଜ୍ୱରରେ ପୀଡ଼ିତ ଥିବା କହିଛନ୍ତି । ରକ୍ତ ନମୁନା ସଂଗ୍ରହ କରାଯିବା ସହିତ ତାକୁ ଆଣ୍ଟିବାୟୋଟିକ ଓ ଭିଟାମିନ ଦିଆଯାଇଛି । ‘ମଙ୍ଗଳ’ ଏବେ ବାର୍ଦ୍ଧକ୍ୟରେ ଉପନୀତ । ୨୦୧୨ ରେ ଚଣ୍ଡିଗଡ଼ରୁ ଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ତାକୁ ଏଠାକୁ ଅଣାଯାଇଥିଲା ।