ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ନରସିଂହପୁରରେ ବୁଲୁଛି କଲରାପତରିଆ ବାଘ, ପଡ଼ିଛି ପାଦଚିହ୍ନ... ସ୍ଥାନୀୟ ଲୋକେ ଆତଙ୍କିତ

Published By : Rasmita Pradhan | February 6, 2025 10:07 AM

ଭୁବନେଶ୍ଵର, ୦୬/୦୨ : ନରସିଂହପୁରରେ ବୁଲୁଛି ବାଘ। ନରସିଂହପୁର ପଶ୍ଚିମାଞ୍ଚଳ ରେଞ୍ଜ ଜୟପୁର ପ୍ରଗଳା ରାସ୍ତାର ବଡଭୂଇଁ ସୁଳିଆବାଙ୍କ ନିକଟରେ ଏକ ବାଘ ବୁଲୁଥିବା ଭିଡିଓ ସାମ୍ନାକୁ ଆସିଛି। ବିଭିନ୍ନ ସ୍ଥାନରେ ବାଘର ପାଦଚିହ୍ନ ମଧ୍ୟ ଦେଖିବାକୁ ମିଳିଛି। ଏହି ଭିଡିଓ ଭାଇରାଲ୍ ହେବା ପରେ ସ୍ଥାନୀୟ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। 

ଏହି ଖବରଟିକୁ ପଢନ୍ତୁ-ଖଣ୍ଡଗିରି ଯାତ୍ରା ମହାକୁମ୍ଭରେ ଦେଖାଇବେ ଜଲ୍‌ୱା, ଆଜିଠୁ ‘ପୃଥ୍ୱୀରାଜ’, ‘ସୂର୍ଯ୍ୟମନ୍ଦିର’, ‘ଶିବାନୀ’ଓ ‘ବିଶ୍ୱଦରବାର’ ମଧ୍ୟରେ ଲଢ଼େଇ...

ସୂଚନାନୁଯାୟୀ, ଜୟପୁର ପ୍ରଗଳା ରାସ୍ତାର ବଡଭୂଇଁ ସୁଳିଆବାଙ୍କ ନିକଟରେ ଏକ କଲରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଛି। ସୋସିଆଲ୍ ମିଡିଆରେ ବାଘର ଭିଡିଓ ଭାଇରାଲ୍ ହେବାପରେ ସ୍ଥାନୀୟ ଲୋକଙ୍କ ମନରେ ଛନକା ପଶିଛି। ଖବର ପାଇ ନରସିଂହପୁର ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନୀରିକ୍ଷଣ କରିଛନ୍ତି। ତେବେ ବାଘକୁ ଘଉଡ଼ାଇବା ପାଇଁ ସ୍ଥାନୀୟ ଲୋକମାନେ ଦାବି କରିଛନ୍ତି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.