ପ୍ରମୂଖ ଖବର
  • ଆଜି ହୋଇପାରେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା -ପ୍ରଧାନମନ୍ତ୍ରୀ ଏବଂ ଜେପି ନଡ୍ଡା ନେଇପାରନ୍ତି ଚୂଡ଼ାନ୍ତ ନିଷ୍ପତ୍ତି
  • ||
  • ରାଜ୍ୟରେ ବଢ଼ୁଛି ଜନବସତି, ଥମୁନି ହାତୀ-ମଣିଷ ଲଢ଼େଇ;୧୫ ବର୍ଷ ଧରି କାର୍ଯ୍ୟକ୍ଷମ ହେଉନି ୧୪ ହାତୀ କରିଡର
  • ||
  • କଟକ: ଜଗନ୍ନାଥ ଦର୍ଶନ ପାଇଁ ଯାଉଥିବା ବେଳେ ଅଘଟଣ, ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍
  • ||
  • ପାକିସ୍ତାନର ବଲୁଚ ଲିବରେସନ୍ ଆର୍ମି ଆତଙ୍କୀ ସଂଗଠନ ଘୋଷିତ, ବିଦେଶୀ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା କଲା ଆମେରିକା
  • ||
  • ମଙ୍ଗଳବାର ସଚିବସ୍ତରୀୟ ବୈଠକ; ବୁଧବାର ବସିବ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ
  • ||
  • ବୁଧବାର ଲଘୁଚାପ, ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା; କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ, ୨୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||

ଉଜ୍ଜ୍ଵଳପୁର ଫରେଷ୍ଟ ରେଞ୍ଜ୍‌ରେ ବୁଲୁଛି ବାଘ, ଲୋକେ ଭୟଭୀତ

Published By : Rasmita Pradhan | August 11, 2025 10:29 AM

ସୁନ୍ଦରଗଡ଼, ୧୧/୦୮ : ସୁନ୍ଦରଗଡ଼ ଉଜ୍ଜ୍ଵଳପୁର ଫରେଷ୍ଟ ରେଞ୍ଜ୍‌ରେ ବୁଲୁଛି ବାଘ। ଲୋକେ ଭୟଭୀତ। ରବିବାର ଛତିଶଗଡ଼-ଓଡ଼ିଶା ସୀମାନ୍ତ ଲେଫ୍ରିପଡ଼ା ଅଞ୍ଚଳରେ ବାଘର ପାଦଚିହ୍ନ ଦେଖିବାକୁ ମିଳିଥିଲା। ଆଜି ଦର୍ଲାପାଲି ଚାନ୍ଦିଲୀ ଜଙ୍ଗଲ ପଛପଟ ରାସ୍ତା ଅତିକ୍ରମ କରୁଥିବା ଦେଖିବାକୁ ମିଳିଥିଲା। ଗଣମାଧ୍ୟମରେ ଏନେଇ ଖବର ପ୍ରକାଶ ପାଇବା ପରେ ବନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କ୍ୟାମେରା ମାଧ୍ୟମରେ ବାଘର ଗତିବିଧି ଉପରେ ନଜର ରଖାଯିବ ବୋଲି ଏସିଏଫ୍ ସୂଚନା ଦେଇଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.