PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଆରୋନ୍‌ ଫିଞ୍ଚ, ଏବେ ବି ତାଙ୍କ ବିଶ୍ବ ରେକର୍ଡ ରହିଛି ଅତୁଟ
  • ||
  • ବିବାହ ବନ୍ଧନରେ ବାନ୍ଧିହେଲେ ସିଦ୍ଧାର୍ଥ ଓ କିଆରା, ସୂର୍ଯ୍ୟଗଡ ପ୍ୟାଲେସ୍‌ରେ ହେଲା ବାହାଘର
  • ||
  • କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କଲେ କାମରାନ ଆକମଲ, ୨୦୧୭ ପରଠୁ ମିଳୁନଥିଲା ସୁଯୋଗ
  • ||
  • ତୁର୍କୀରେ ଜରୁରୀ ପରିସ୍ଥିତି ଘୋଷଣା କଲେ ରାଷ୍ଟ୍ରପତି, ଭୂମିକମ୍ପରେ ମୃତ୍ୟୁସଂଖ୍ୟା ୫ ହଜାର ପାର୍
  • ||
  • କଟକ: କଟକରେ ଜିଏସ୍‌ଟି ରେଡ୍, ଲିଙ୍ଗରୋଡ୍‌ରେ ଥିବା ପଞ୍ଚମୁଖୀ ସାନିଟାରି ଦୋକାନରେ ଜିଏସ୍‌ଟି ଚଢ଼ଉ ଜାରି
  • ||
  • ଭୁବନେଶ୍ୱର: ପ୍ରକାଶ ପାଇଲା JEE(ମେନ୍) ରେଜଲ୍ଟ, ଆଫିସିଆଲ ୱେବସାଇଟ୍‌ରେ ଜାଣିପାରିବେ ଫଳ
  • ||
  • ପୁରୀ : ବୁଧବାର ମହାପ୍ରଭୁଙ୍କ ବନକ ଲାଗି, ଦର୍ଶନ କଟକଣା
  • ||
  • ଭୁବନେଶ୍ୱର: ଦେଖୁଦେଖୁ ଜଳିଗଲା ଏଟିଏମ୍, କାରଣ ଅସ୍ପଷ୍ଟ
  • ||
  • ଜଗତସିଂହପୁର : ତିର୍ତ୍ତୋଲ୍‌ ବିଧାୟକଙ୍କ ପ୍ରେମ-ପ୍ରତାରଣା ମାମଲା: ୭ ଘଣ୍ଟା ଧରି ସୋମାଲିକାଙ୍କ ବୟାନ ରେକର୍ଡ, ବିଜୟ ଶଙ୍କର ନିରବ…
  • ||
  • ଭୁବନେଶ୍ୱର : ଅଧିକ ଚିକିତ୍ସା ଲାଗି ଆଜି ଦିଲ୍ଲୀ ଯିବେ ଅଭିନେତା ପିଣ୍ଟୁ ନନ୍ଦ, କରାଯିବ ଲିଭର ଟ୍ରାନ୍ସପ୍ଲାଣ୍ଟ
  • ||
  • ଭୁବନେଶ୍ୱର : ଆରମ୍ଭ ହେଲା ଭାଲେଣ୍ଟାଇନ୍‌ ସପ୍ତାହ, ଗୋଲାପ ମହକରୁ ଆରମ୍ଭ ହେବ ପ୍ରେମ
  • ||
  • ଭୁବନେଶ୍ୱର : ରାଜ୍ୟରେ କଲବଲ କରିବ ଖରା, ରାତି ତାପମାତ୍ରା ଆହୁରି ବଢ଼ିବ: ଉପକୂଳରେ ୩ଡିଗ୍ରୀ ବଢ଼ିବ
  • ||

ଅଟୋ ଏବଂ ହାଇୱା ସହ ଧକ୍କା ହେଲା ବାଇକ୍, ଯୁବକ ଗୁରୁତର

ତିଗିରିଆ, ୨୪/୦୧ : ଭାରସାମ୍ୟ ହରାଇ ଅଟୋ ଏବଂ ହାଇୱା ସହ ଧକ୍କା ହେଲା ବାଇକ୍। ଯୁବକ ଗୁରୁତର। ତିଗିରିଆ ଥାନା ଅନ୍ତର୍ଗତ ଖୁଣ୍ଟୁଣି ନରସିଂହପୁର ୬୫ ନମ୍ବର ରାଜପଥ ଜେମାଦେଇପୁର ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି।

ସୁଚନା ମୁତାବକ, ମଙ୍ଗଳବାର ସକାଳ ପ୍ରାୟ ୧୦ଟା ସମୟରେ ଜଣେ ଯୁବକ କୌଣସି କାର୍ଯ୍ୟରେ ନୂଆପାଟଣା ଆସୁଥିଲେ। ଏହି ସମୟରେ ଯୁବକ ଜଣଙ୍କ ପେଟ୍ରୋଲ ପମ୍ପ ନିକଟରେ ବାଇକ୍ ଉପରୁ ଭାରସାମ୍ୟ ହରାଇ ପ୍ରଥମେ ଏକ ଅଟୋ ଓ ପରେ ଏକ ହାଇୱା ଟ୍ରକକୁ ଧକ୍କା ଦେଇ ରାସ୍ତା ଉପରେ ଛିଟିକି ପଡିଥିଲେ। ସ୍ଥାନୀୟ ଲୋକ ଓ ଡ୍ରାଇଭର ସଙ୍ଘର ସଦସ୍ୟ ଆହତ ଯୁବକଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଆଠଗଡ଼ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଯୁବକଙ୍କ ମୁଣ୍ଡ ଓ ପାଟିରେ ଗଭୀର ଆଘାତ ଲାଗିଛି। ତେବେ ଯୁବକ ଚେତାଶୂନ୍ୟ ଥିବାରୁ ତାଙ୍କର ପରିଚୟ ମିଳି ପାରିନାହିଁ।