ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ଉତ୍ତରାଖଣ୍ଡରେ ଆରମ୍ଭ ହେଲା 'ତିରଥ ସରକାର', ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ଡେରାଡୁନ୍, ୧୦/ ୩: ଦେବଭୂମି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ତିରଥ ସିଂ ରାଓ୍ବତ। ରାଜ୍ୟପାଳ ବେବି ରାନୀ ମୌର୍ଯ୍ୟ ପଦ ଏବଂ ଗୋପନୀୟତାର ଶପଥ କରାଇଛନ୍ତି। ଏଥିସହିତ ରାଜ୍ୟରେ ଲାଗି ରହିଥିବା ରାଜନୈତିକ ହଟଚମଟରେ ବିରାମ ଲାଗିଛି।

ବୁଧବାର ଡେରାଡୁନରେ ବିଜେପି ବିଧାୟକ ଦଳର ବୈଠକ ହୋଇଥିଲା, ଏହି ସମୟରେ ନୂତନ ମୁଖ୍ୟମନ୍ତ୍ରୀଙ୍କ ନାମ ସାମନାକୁ ଆସିଥିଲା। ତିରଥ ସିଂ ରାଓ୍ବତ ଉତ୍ତରାଖଣ୍ଡର ଗଡଓ୍ବାଲ ଲୋକସଭା କ୍ଷେତ୍ରରୁ ସାଂସଦ ଅଛନ୍ତି। ସେ ଉତ୍ତରାଖଣ୍ଡର ବିଜେପି ଅଧ୍ୟକ୍ଷ ମଧ୍ୟ ରହିସାରିଛନ୍ତି। ଏବେ ବିଜେପିର ରାଷ୍ଟ୍ରୀୟ ସଚିବ ଅଛନ୍ତି।

wp:embed {"url":"https://twitter.com/ANI/status/1369597749784551425","type":"rich","providerNameSlug":"twitter","responsive":true,"className":""}
https://twitter.com/ANI/status/1369597749784551425
/wp:embed

ଉଲ୍ଲେଖନୀୟ ଯେ, ଦଳୀୟ ବିଧାୟକଙ୍କ ଦ୍ବାରା ଅସନ୍ତୋଷ ବ୍ୟକ୍ତ କରାଯିବା ପରେ ମଙ୍ଗଳବାର ତ୍ରିଭେନ୍ଦ୍ର ସିଂ ରାଓ୍ବତ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ନୂତନ ମୁଖ୍ୟମନ୍ତ୍ରୀଙ୍କର ନାଁ ଘୋଷଣା କରାଯାଇଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.