ପ୍ରମୂଖ ଖବର
  • ସୁନ୍ଦରଗଡ଼ : ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକ ମୃତ
  • ||
  • ଭଦ୍ରକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ;୧୨ଟି ପ୍ରକଳ୍ପ ଲୋକାର୍ପଣ,୩ଟି ପ୍ରକଳ୍ପ ଶିଳାନ୍ୟାସ କରିବେ
  • ||
  • ବାହାନଗା ଟ୍ରେନ୍‌ ଟ୍ରାଜେଡ଼ିକୁ ୨ ବର୍ଷ; କାଳ ସାଜିଥିଲା କରମଣ୍ଡଳ, ଶବର ପାହାଡ଼ରୁ ଖୋଜା ପଡ଼ିଥିଲେ ସମ୍ପର୍କୀୟ
  • ||
  • ମୟୂରଭଞ୍ଜ : ସହକାରୀ ତହସିଲଦାରଙ୍କୁ ଆକ୍ରମଣ କଲେ ବାଲି ମାଫିଆ, ଭାଙ୍ଗିଦେଲେ ଗାଡ଼ି
  • ||
  • ମୌସୁମୀ ଗାଏବ, ପୁଣି ବଢ଼ିଲା ତାତି: ୧୦ ଦିନ ଯାଏ ବର୍ଷା ସମ୍ଭାବନା ନାହିଁ, ୪ରୁ ଉପକୂଳରେ ଭୀଷଣ ଗରମ
  • ||
  • କଟକ : ଭାରସାମ୍ୟ ହରାଇ ଓଲଟିଲା ବାଲି ବୋଝେଇ ହାଇୱା, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ଡୁଙ୍ଗୁରିପାଲି ଷ୍ଟେସନ ନିକଟରେ ଟ୍ରେନ୍‌କୁ ପଥର ମାଡ, ଜଣେ ଆହତ
  • ||

ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଅସୁସ୍ଥ, ବିଧାୟକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

Published By : Suraj Kumar | May 31, 2025 7:52 PM

ବଲାଙ୍ଗିର, ୩୧।୫ : ଟିଟିଲାଗଡ଼ ବିଧାୟକ ନବୀନ କୁମାର ଜୈନ ଶନିବାର ଅପରାହ୍ନରେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ପ୍ରଥମେ ସ୍ଥାନୀୟ ହସ୍ପିଟାଲ ଓ ପରେ ରାୟପୁରର ରାମକୃଷ୍ଣ ହସ୍ପିଟାଲକୁ ନିଆଯାଇଛି । ଏବେ ସେଠାରେ ସେ  ଚିକିତ୍ସାଧୀନ ଅଛନ୍ତି।

 ତେବେ ବିଧାୟକ ଅସୁସ୍ଥ ହେବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟେଲିଫୋନ ଯୋଗେ ଜୈନଙ୍କ ସହ କଥା ହୋଇଥିଲେ।  ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ ଏବଂ ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.