PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଲାୟମ ସିଂହ ଯାଦବ ICUରେ ଭର୍ତ୍ତି ,ଅଖିଳେଶ ଓ ଅପର୍ଣ୍ଣା ଯାଦବଙ୍କ ତୁରନ୍ତ ଦିଲ୍ଲୀ ଯାତ୍ରା
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩୧ ପଜିଟିଭ୍ ଚିହ୍ନଟ
  • ||
  • କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ ମୋକିମ୍, ବିଧାୟକ ପଦ ରଦ୍ଦ ହେବାର ଆଶଙ୍କା
  • ||
  • କେନ୍ଦୁଝର : ସାମାନ୍ୟ ବଚସାରୁ ତୁମୁଳ କାଣ୍ଡ, ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା
  • ||
  • କୋରାପୁଟ : ବିଜୁଳି ଘଡ଼ଘଡ଼ିରେ ଭୁଶୁଡ଼ିଲା କୋରାପୁଟର ଜେଇଏଲ୍ ଚର୍ଚ୍ଚ
  • ||
  • ବ୍ରହ୍ମପୁର : କାର୍‌ରୁ ୩ କେ.ଜି ସୁନା ଏବଂ ୧୭ କେ.ଜି ରୂପା ଜବତ, ୩ ଅଟକ
  • ||

ରାଜ୍ୟରେ କରୋନା ନେଲା ଆଉ ୯ ଜୀବନ: ମୃତ୍ୟୁସଂଖ୍ୟା ୩୬୨କୁ ବୃଦ୍ଧି

ଭୁବନେଶ୍ୱର,୧୮/୦୮: ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୨୨୩୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ଆଉ ୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ,ରାୟଗଡ଼ାରୁ ୨ ଜଣ, ବାଲେଶ୍ବର, ଖୋର୍ଦ୍ଧା, ମାଲକାନଗିରି, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ କରୋନାରେ ଆଖିବୁଜିଛନ୍ତି।

ସମ୍ବନ୍ଧିତ ଖବର