ପ୍ରମୁଖ ଖବର
  • ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର
  • ||
  • ଚିଲିକାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୁରୀ ଲୋକସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଅପିଲ୍ କଲେ
  • ||
  • ଟିମ୍‌ ଇଣ୍ଡିଆ ମୁଖ୍ୟ କୋଚ୍‌ ରେସ୍, ମାହେଲା ଜୟବର୍ଦ୍ଧନେଙ୍କୁ ବିସିସିଆଇର ପ୍ରସ୍ତାବ
  • ||
  • ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ, ଆସନ୍ତା ସପ୍ତାହରେ ଭଙ୍ଗ ହେବ ସଂସଦ
  • ||
  • ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଣ୍ଟଡାଉନ୍ ଆରମ୍ଭ: ଗୁରୁବର ସନ୍ଧ୍ୟା ସରିବ ପ୍ରଚାର, ଶନିବାର ୫୮ ଆସନରେ ମତଦାନ
  • ||
  • କଣାସରେ ଘର ଭିତରକୁ ପଶିଗଲା ଟ୍ରାକ୍ଟର, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ମେ’ ୨୯ରେ ପୁଣି ଓଡ଼ିଶା ଆସିବେ ମୋଦି, ୨୬ରେଭଦ୍ରକରେ ଭୋଟ୍‌ ମାଗିବେ ରାହୁଲ, ବାଲେଶ୍ୱରକୁ ଖଡ୍‌ଗେ
  • ||
  • ରଥ ଖଳା ହାଲ୍‌ଚାଲ୍‌...ରଥ ଗୁଜରେ ନୃସିଂହ ମୁଖ ଅଙ୍କନ, ରୂପକାରଙ୍କ କାର୍ଯ୍ୟାରମ୍ଭ, ଅର ଅନୁକୂଳ କଲେ ବିଶ୍ୱକର୍ମା
  • ||
  • ସନ୍ଧ୍ୟାରେ ସରିବ ତୃତୀୟ ପର୍ଯ୍ୟାୟ ଭୋଟ୍‌ ପ୍ରଚାର, ଶନିବାର ୬ ଲୋକସଭା, ୪୨ ବିଧାନସଭାରେ ଭୋଟ୍‌
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨୪ ସୁଦ୍ଧା ଅବପାତ, ୨୫ରେ ଗଭୀର ଅବପାତ ସମ୍ଭାବନା, ଭଦ୍ରକ ଏବଂ ବାଲେଶ୍ୱରରେ ବର୍ଷିବ
  • ||

ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଜୟଶଙ୍କର, ୫ରେ ପୁଣି ଆସିବେ ଜେପି ନଡ୍ଡା

ଭୁବନେଶ୍ୱର,୦୪/୦୫: ପାଖେଇ ଆସୁଛି ସାଧାରଣ  ନିର୍ବାଚନ । ତାରିଖ ଯେତେ ପାଖେଇ ଆସୁଛି ପ୍ରଚାରମଇଦାନରେ ହେଭି ୱେଟ୍‌ ନେତାଙ୍କୁ ଦେଖିବାକୁ ମିଳୁଛି । ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ ନେତୃତ୍ୱଙ୍କର ଘନ ଘନ  ଓଡ଼ିଶା ଗସ୍ତ ହେଉଛି । ନିକଟରେ ଅମିତ ଶାହ ସୋନପୁର,  ଜେପି ନଡ୍ଡା ବ୍ରହ୍ମପୁର ଆସିଥିଲେ । 

ଶନିବାର  କେନ୍ଦ୍ର ବୈଦଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ଓଡ଼ିଶା  ଗସ୍ତରେ ଆସୁଛନ୍ତି । ୨ ଦିନିଆ ଗସ୍ତରେ ଆସୁଥିବା ଜୟଶଙ୍କର ରବିବାର ଭୁବନେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନୀରେ  ବୁଦ୍ଧିଜୀବୀଙ୍କୁ ସମ୍ବୋଧନ କରିବେ । ୫ ତାରିଖରେ କଟକରେ  ହେବାକୁ ଥିବା ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ । 

ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୫ ତାରିଖ ପୁନର୍ବାର ଓଡ଼ିଶା ଗସ୍ତରେ ଆସୁଛନ୍ତି ।  ଏହି ଅବସରରେ ଭୁବନେଶ୍ୱର ଓ କଟକରେ ହେବାକୁ ଥିବା  ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ । ଏନେଇ ବିଜେପି  ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ଶ୍ରୀ ମହାପାତ୍ର କହିଛନ୍ତି, ବିଜେପି ମା’, ମାଟି,  ମାତୃଭାଷା, ଓଡ଼ିଆ ଅସ୍ମିତାକୁ ପ୍ରସଙ୍ଗ କରି ନିର୍ବାଚନ ଲଢ଼େଇ  କରିବ । ଓଡ଼ିଶା ପାଇଁ ପରିବର୍ତ୍ତନର ନିର୍ବାଚନ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.