ପ୍ରମୁଖ ଖବର
  • ସାଲେପୁର : ବିପୁଳ ପରିମାଣର ଚୋରା ବିଦେଶୀ ମଦ ଜବତ, ବେପାରୀ ଫେରାର
  • ||
  • ଚାନ୍ଦବାଲିରୁ ଶାହାଙ୍କ ହୁଙ୍କାର । ଚିଟଫଣ୍ଡ ଦୁର୍ନୀତିଖୋରଙ୍କୁ ଜେଲ ପଠାଇବୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବୁ
  • ||
  • ବାଣୀବିହାର ସତସଙ୍ଗ ପାର୍କ ଆଗରେ ପୋଲିସ ଗାଡ଼ି ଦୁର୍ଘଟଣା, ୭ ଆହତ
  • ||
  • ମିଜୋରାମରେ ପ୍ରବଳ ବର୍ଷା ଯୋଗୁ ଭୁଷୁଡିଲା ପଥର ଖଦାନ, ୧୦ ଶ୍ରମିକ ଚାଲିଗଲା ଜୀବନ, ଏକାଧିକ ଆହତ
  • ||
  • ଇଣ୍ଡିଗୋ ବିମାନରେ ବୋମା ଆତଙ୍କ,ଏମର୍ଜେନ୍ସି ଡୋର ଦେଇ ବାହାରିଲେ ଯାତ୍ରୀ
  • ||
  • ମୁମ୍ବାଇ ବିମାନବନ୍ଦର, ତାଜ ହୋଟେଲ ଉଡ଼ାଇବାକୁ ଧମକ, ଉତ୍ତରପ୍ରଦେଶରୁ ଆସିଥିଲା କଲ୍
  • ||
  • ଉପକୂଳରେ ଜୋରଦାର ପ୍ରଚାର, ମଙ୍ଗଳବାର ବାଲେଶ୍ବରରେ କାର୍ତ୍ତିକ୍ ପାଣ୍ଡିଆନଙ୍କ ଶକ୍ତି ପ୍ରଦର୍ଶନ
  • ||
  • ଆମେରିକାରେ ଘୂର୍ଣ୍ଣିଝଡ଼ ରଚିଲା ତାଣ୍ଡବ, ୨୨ ମୃତ,ଶତାଧିକ ଆହତ, ୧୦ କୋଟି ଲୋକ ପ୍ରଭାବିତ
  • ||
  • ରଥଖଳା ହାଲ୍‌ଚାଲ୍‌...ବୁଧବାର ରଥ ତ୍ରୟର ଚକ-ଅଖ ଡ଼େରା ନୀତି, ଚକକୁ ସୁରକ୍ଷା ଦିଏ ପନ୍ଦାରି ଚାବି
  • ||
  • କଟକ ଚାନ୍ଦବାଲି ରାସ୍ତାରେ OSRTC ବସ୍-ସ୍କୁଟି ମୁହାଁମୁହିଁ ଧକ୍କା, ଆଖିବୁଜିଲେ ଜଣେ ମହିଳା
  • ||
  • ମେ’ ୩୧ ସୁଦ୍ଧା କେରଳ ଛୁଇଁବ ମୌସୁମୀ: ଦେଶରେ ଅଧିକ ବର୍ଷିବ, ଓଡ଼ିଶାରେ ନିଅଣ୍ଟିଆ ବର୍ଷା ଆକଳନ
  • ||

ଓଡ଼ିଶା ଆସୁଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟରାମ ରମେଶ, ଦିନ ୧୨ଟାରେ କରିବେ ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର,୧୪/୦୫: ମଙ୍ଗଳବାର କଂଗ୍ରେସ ସପକ୍ଷରେ ପ୍ରଚାର  କରିବାକୁ  ଓଡ଼ିଶା  ଆସୁଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ହେଭିୱେଟ୍‌ ନେତା ଜୟରାମ ରମେଶ । ଜୟରାମ ଓଡ଼ିଶାରେ ପହଞ୍ଚିବା ପରେ ଦିନ ୧୨ଟାରେ ସାମ୍ବାଦିକ ସମ୍ମିଳନୀ  କରିବେ । 

ଜୟରାମ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ନେଇ ୩ଟି ପ୍ରଶ୍ନ ଉଠାଇଛନ୍ତି ।  ‘ଏକ୍ସ’ରେ ପ୍ରଧାନମନ୍ତ୍ରୀଙ୍କୁ ବିଜେଡି  ସହ ବିଜେପିର ସମ୍ପର୍କର ସ୍ଥିତି  (ରିଲେସନସିପ୍‌ ଷ୍ଟାଟସ୍‌) ବିଷୟରେ  କାହିଁକି ମିଛ କହୁଛନ୍ତି ବୋଲି ପଚାରିଛନ୍ତି । ନବୀନ ଓ ନରେନ୍ଦ୍ର  ଗୋଟିଏ ମୁଦ୍ରାର ଦୁଇ ପାଶ୍ୱର୍ ।  ବାଲେଶ୍ୱର ଟ୍ରେନ୍‌ ଦୁର୍ଘଟଣା ପରେ  କାହିଁକି କିଛି ପରିବର୍ତ୍ତନ ହୋଇନାହିଁ  ଓ ଆଦିବାସୀ ସମ୍ପ୍ରଦାୟର ଜଙ୍ଗଲ ଅଧିକାରକୁ ବିଜେପି କାହିଁକି ଦୁର୍ବଳ  କରିଛି ବୋଲି ମଧ୍ୟ ପ୍ରଶ୍ନ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.