PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
  • ||
  • ୨୦୨୨-୨୩ ବଜେଟ୍‌ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୭,୩୨୪କୋଟି ଟଙ୍କା ଆବଣ୍ଟନ
  • ||
  • ଉଦୟପୁର ହତ୍ୟାକାଣ୍ଡ ଘଟଣା : କୋର୍ଟ ୪ ଅଭିଯୁକ୍ତଙ୍କୁ ୧୦ଦିନର NIA ରିମାଣ୍ଡରେ ପଠାଇଲେ
  • ||
  • ଭୁବନେଶ୍ବର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
  • ||
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ଆଜିର ରାଶିଫଳ (୧୦/୩, ରବିବାର)

ମେଷ-ଶ୍ରୀଚନ୍ଦ୍ର କାରଣରୁ ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ ପ୍ରସନ୍ନ ରହିବେ । ଚାକିରିରେ ପ୍ରଶଂସା ପାଇବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ପରବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ବୃଷ- ଶୁକ୍ଳପକ୍ଷ ବ୍ୟୟ ଭାବେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବ୍ୟୟ ବହୁଳତା ରହିବ । ସାଂସାରିକ ସମସ୍ୟା ରହିବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମିଥୁନ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଧନ ସମ୍ମାନ ପାଇବେ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହୋଇପାରେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

କର୍କଟ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ଆଦର ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ସିଂହ- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟରେ ଆଗେଇ ଚାଲିବେ । ସାଂସାରିକ ଧର୍ମାଦି କାର୍ଯ୍ୟରେ ମନ ରହିବ । ରାଜନୀତିରେ ଜନସେବାରେ ବ୍ରତୀ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କନ୍ୟା- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଖର୍ଚ୍ଚାନ୍ତ ଓ ଅଭାବ ରହିବ । ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବ । ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୫, ଶୁଭରଙ୍ଗ-ସବୁଜ ।

ତୁଳା- ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଉଚ୍ଚ ଆଶା ସଫଳ ହେବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ସହଯୋଗ ମିଳିବ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ପସାର ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବିଛା-ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦୁଃସାହସିକ ଭିତ୍ତିରେ କର୍ମ ସମ୍ପାଦନ କରିବେ । ସାଂସାରିକ ଦୃଢ଼ମନା ରହିବେ । ରାଜନୀତିରେ ନେତତ୍ୱ ବୃଦ୍ଧି ହେବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ଧନୁ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ବୃଦ୍ଧି ପାଇବ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ଚାକିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

ମକର- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଓ ମନସ୍ତାପ ରହିବ । ସାଂସାରିକ ସମସ୍ୟା ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

କୁମ୍ଭ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ସାଂସାରିକ ଭ୍ରାତୃଭଗ୍ନୀଙ୍କର ସହଯୋଗ ମିଳିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

ମୀନ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।