ପ୍ରମୁଖ ଖବର
  • ପେଟିଏମ୍‌ ପେମେଣ୍ଟ ବ୍ୟାଙ୍କର ଅଧ୍ୟକ୍ଷ ପଦରୁ ବିଜୟ ଶେଖର ଶର୍ମାଙ୍କ ଇସ୍ତଫା
  • ||
  • ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଭେଟି: ୫୫୪ଟି ଅମୃତ ଭାରତ ଷ୍ଟେସନ୍ ଶିଳାନ୍ୟାସ
  • ||
  • ଭୁବନେଶ୍ଵର : ୨୮ରେ ଓଡ଼ିଶା ଆସିବେ ବିଲ୍ ଗେଟ୍ସ, ପରିଦର୍ଶନ କରିବେ କୃଷି ଭବନ
  • ||
  • ପାରାଦୀପ ବନ୍ଦରରୁ କଂଟେନର୍ ଏକ୍‌ଜିମ୍‌ ସେବା ଆରମ୍ଭ, ପଣ୍ୟ ପରିବହନ କ୍ଷେତ୍ରରେ ଯୁଗାନ୍ତକାରୀ ପଦକ୍ଷେପ
  • ||
  • କେନ୍ଦୁଝର ପାଟଣା ଗଣିତ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ, ସୋସିଆଲ ମିଡିଆ​‌ରେ ଭାଇରାଲ
  • ||
  • କପି ଚେକିଂ ଆଳରେ ଅସଦାଚରଣ ଅଭିଯୋଗ, ଥାନାରେ ମାଟ୍ରିକ ପରୀକ୍ଷାର୍ଥୀ
  • ||
  • ଲୋକସେବା ଭବନ ଘେରିବ କଂଗ୍ରେସ, ବିଶାଳ ଶୋଭାଯାତ୍ରାରେ ସାମିଲ ହେବେ ହଜାର ହଜାର କଂଗ୍ରେସ କର୍ମୀ
  • ||
  • ଆଜି ଓଡ଼ିଶାର ୨୧ ଅମୃତ ଭାରତ ରେଳ ଷ୍ଟେସନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
  • ||
  • ଗର୍ଭବତୀଙ୍କ ପେଟକୁ ନର୍ସ ଖୁନ୍ଦା ମାରିଥିବା ଅଭିଯୋଗ, ଚାଲିଗଲା ମା ଓ ଛୁଆଙ୍କ ଜୀବନ
  • ||
  • ଓଡ଼ିଶା ଗଞ୍ଜେଇ ଚକୋଲେଟ୍‌ରେ ଝୁମୁଛି ହାଇଦ୍ରାବାଦ: ବାଲେଶ୍ୱରରେ ତିଆରି, ଦାଦନଙ୍କ ମାଧ୍ୟମରେ ହେଉଛି ଚାଲାଣ
  • ||
  • ଓସ୍ତପୁର ହଳଦିଢ଼ିଅ ନିକଟ ଗଛକୁ ପିଟିଲା ବୋଲେରୋ: ୩ ମୃତ, ୪ ଗୁରୁତର
  • ||
  • ଆଜି ୫-ଟି ଅଧ୍ୟକ୍ଷଙ୍କ ଅନୁଗୁଳ ଗସ୍ତ, ଛାତ୍ରବୃତ୍ତି ପ୍ରମାଣପତ୍ର ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ରାଜ୍ୟରେ ଆହୁରି ତିନି ଦିନ ବର୍ଷା: ଉପକୂଳରେ ଅଧିକ ବର୍ଷିବା ସମ୍ଭାବନା, ୨୮ ଯାଏ କୋହଲା ପାଗ
  • ||

ଆଜିର ରାଶିଫଳ (୧୫/୨, ଶୁକ୍ରବାର)

ମେଷ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଚତୁରତାର ସହ କାର୍ଯ୍ୟ ତୁଲାଇବେ । ସାଂସାରିକ ଭ୍ରାତୃଭଗ୍ନୀଙ୍କର ସହଯୋଗ ମିଳିବ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ବୃଷ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ମିଥୁନ- ଶ୍ରୀଚନ୍ଦ୍ର କାରଣରୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଆଦରଣୀୟା ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ଅସଫଳ ହେବେ । ସାଂସାରିକ ଖର୍ଚ୍ଚାନ୍ତ ଯୋଗ ରହିଛି । ମହିଳାମାନେ ବିରକ୍ତିମନା ହେବେ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ସିଂହ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତି କାର୍ଯ୍ୟରେ ଆଗେଇ ଚାଲିବେ । ସାଂସାରିକ ଉଚ୍ଚ ଆଶା ପୂରଣ ହେବ । ପ୍ରଶାସନିକ ମାନମର୍ଯ୍ୟାଦା ପୂରଣ ହେବ । ବାଣିଜ୍ୟରେ ସଫଳ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କନ୍ୟା- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ ଦୀର୍ଘଦିନର ସ୍ୱପ୍ନ ସାକାର ହେବ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୪, ଶୁଭରଙ୍ଗ-ମେଟାଲିକ୍‌ ।

ତୁଳା- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ସାଂସାରିକ ଧର୍ମ କର୍ମରେ ବ୍ୟସ୍ତ ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବିଛା- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ହତୋତ୍ସାହ ରହିବେ । ଚାକିରିରେ ଶତ୍ରୁ ବୃଦ୍ଧି ହେବେ । ବାଣିଜ୍ୟରେ କ୍ଷତି ହୋଇପାରେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ଧନୁ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ମକର- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଧନ ସମ୍ମାନ ପାଇବେ । ସାଂସାରିକ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କୁମ୍ଭ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ । ସାଂସାରିକ ସୁଖୀ ରହିବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ମୀନ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଆସହଯୋଗ ଦେଖାଦେବ । ସାଂସାରିକ ଅଭାବ ଦେଖାଦେବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.