PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ମାନବାଧିକାର ପ୍ରବକ୍ତା ଆଲେସ୍ ବାଲିଆସ୍କି ସହ ଦୁଇଟି ସଂଗଠନକୁ ମିଳିବ ପୁରସ୍କାର
  • ||
  • ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ ଉପସଭାପତି ତଥା ବିଶିଷ୍ଟ ଶିଳ୍ପୀ ଶ୍ରୀନିବାସ ପଢ଼ିଆରୀଙ୍କ ପରଲୋକ
  • ||
  • ମୁରିବାହାଲ : ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ APO ସୁଶାନ୍ତ କୁମାର ଦାସ, ୪୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
  • ||
  • ବାଙ୍ଗିରିପୋଷି : ଶୌଚ ହେବାକୁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଯୁବକ ମୃତ
  • ||
  • ଭୁବନେଶ୍ୱର : ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୨୫ ପୂର୍ବରୁ ଓଡ଼ିଶା ଛାଡ଼ିବନି ମୌସୁମୀ
  • ||
  • ଭଦ୍ରକ : ନଭେମ୍ୱର ୩ରେ ଧାମନଗର ଉପନିର୍ବାଚନ, ଆଜିଠୁ ନାମାଙ୍କନ ପତ୍ର ଦାଖଲ
  • ||
  • ତେଲକୋଇ : ଶୁଝି ପାରିଲେନି କିସ୍ତି, ଆତ୍ମହତ୍ୟା କଲେ ଅସହାୟ ଟ୍ରକ ମାଲିକ
  • ||
  • ମୋହନା : ଜଙ୍ଗଲରୁ ବିପୁଳ ପରିମାଣର କାଠ ଗଣ୍ଡି ଜବତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ
  • ||

ଆଜିର ରାଶିଫଳ (୨୬/୩, ମଙ୍ଗଳବାର)

ମେଷ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଅସ୍ଥିରତା ଭିତରେ ଗତି କରିବେ । ଶତ୍ରୁ ବଢିବେ । ବ୍ୟୟାଧିକ ଦ୍ୱାରା ଋଣ ପ୍ରଭାବିତ ହୋଇପାରନ୍ତି । ଚାକିରିିରେ କାର୍ଯ୍ୟଭାର ରହିବ । ମହିଳାମାନେ ହତୋତ୍ସାହ ରହିବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ବୃଷ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦେହ ଓ ମନ ସୁସ୍ଥ ରହିବ । ଅପୂର୍ଣ୍ଣ କାର୍ଯ୍ୟକୁ ପୂର୍ଣ୍ଣ କରିବେ । ମହଳାମାନେ ବିଳାସ ସାମଗ୍ରୀ କ୍ରୟ କରିପାରନ୍ତି । ରାଜନୀତିରେ ଶତ୍ରୁମାନେ ଆୟତ୍ତ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ୪, ଶୁଭ ରଙ୍ଗ-ମେଟାଲିକ୍ ।

ମିଥିୁନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲଭର ।

କର୍କଟ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଅଶୁଭତ୍ୱ ହେତୁ ଆଶାବାଦୀ ରହିବେ । ସାଂସାରିକ ସମସ୍ୟା ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ପରିବହନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ ନାହିଁ । ଶୁଭଅଙ୍କ-୧, ଶୁଭ ରଙ୍ଗ- ପିଙ୍କ ।

ସିଂହ-କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ଚାକିରିରେ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

କନ୍ୟା- ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଆର୍ଥକି ସତ୍ଥି ିସୁଦୃଢ଼ ରହିବ । ସାଂସାରକି ଦକ୍ଷ ପ୍ରତିପାଦିତ ହେବେ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲଭର ।

ତୁଳା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଦେହ ସୁସ୍ଥ ରହିଲେ ମଧ୍ୟ ନାନା ଚିନ୍ତାରେ ବୁଡି ରହିବେ । ସାଂସାରିକ ଅର୍ଥଚିନ୍ତା ରହିବ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ବିଛା- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଅଟକି ରହିଥିବା କାର୍ଯ୍ୟ ସମାପନ ହେବ । ସାଂସାରକି ସହଯୋଗ ମିଳିବ । ଚାକିରିରେ ପ୍ରଶଂସା ପାଇବେ । ପରିବହନ ଓ ବାଣିଜ୍ୟରେ ଦକ୍ଷତା ବୃଦ୍ଧି ପାଇବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ଧନୁ- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ଭ୍ରମଣ କରିବାର ସୁଯୋଗ ପାଇବେ । ଚାକିରିରେ ନିଷ୍ଠାପର ରହିବେ । ବାଣିଜ୍ୟରେ ସ୍ୱଳ୍ପ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।

ମକର- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଆଗେଇ ଚାଲିବେ । ଆୟ ଉତ୍ତମ ହେବ । ଚାକରିେିର ଧନ ସମ୍ମାନ ମିଳିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ନୂତନ ପୁଞ୍ଜି ନିବେଶ କରି ସଫଳ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।

କୁମ୍ଭ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରକି ସୁଖ ସନ୍ତୋଷ ପ୍ରାପ୍ତି ହେବ । ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।

ମୀନ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କେତେକ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟୟ କରି ଅଭାବରେ ପଡିବେ । ବାଣିଜ୍ୟରେ ମନ୍ଥରତା ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।