PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
  • ||
  • ୨୦୨୨-୨୩ ବଜେଟ୍‌ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୭,୩୨୪କୋଟି ଟଙ୍କା ଆବଣ୍ଟନ
  • ||
  • ଉଦୟପୁର ହତ୍ୟାକାଣ୍ଡ ଘଟଣା : କୋର୍ଟ ୪ ଅଭିଯୁକ୍ତଙ୍କୁ ୧୦ଦିନର NIA ରିମାଣ୍ଡରେ ପଠାଇଲେ
  • ||
  • ଭୁବନେଶ୍ବର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
  • ||
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ଆଜିର ରାଶିଫଳ (୨୬/୫, ରବିବାର)

ମେଷ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଦୀର୍ଘଦିନ ସ୍ୱପ୍ନ ସାକାର ହେବ । ସାଂସାରିକ ସୁଖ ସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ଆଦର ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ ।

ବୃଷ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ଉଭୟେ ପ୍ରେମ ଓ ସାଂସାରିକ ସୁଖ ମୟ ରହିବ । ଚାକିରିରେ ସ୍ଥାୟୀତ୍ୱ ବଜାୟ ରହିବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ମିଥୁନ- କୃଷ୍ଣ ପକ୍ଷ ନବମରେ ଘାତଚନ୍ଦ୍ର କାରଣରୁ ଯାହାର ଉପକାର କରିବେ ସେହି ସମସ୍ୟାର କାରଣ ହେବ । ସାଂସାରିକ ପ୍ରତିକୂଳ ପରିସ୍ଥିତି ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କର୍କଟ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ବଳହ ଓ ଅଶାନ୍ତି ରହିବ । ଚାକିରିରେ ଅଭିଯୋଗ ଆସିପାରେ । ବାଣିଜ୍ୟରେ କ୍ଷତି ହୋଇପାରେ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍‌ ।

ସିଂହ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଅନେକ ଉପାୟରେ ଉପାର୍ଜନ କରିବେ । ସାଂସାରିକ ବନ୍ଧୁ ବାନ୍ଧବଙ୍କ ସହଯୋଗ ମିଳିବ । ଚାକିରିରେ ଧନ ସମ୍ମାନ ମିଳିବ । ପରିବହନ ଓ ବାଣିଜ୍ୟରେ ଉତ୍ସାହଜନକ ରହିବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

କନ୍ୟା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୁଃସାହସିକ ଭିତ୍ତିରେ କର୍ମ ତୁଲାଇବେ । ସାଂସାରିକ ଆର୍ଥିକ ଉନ୍ନତି ହେବ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।

ତୁଳା- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ବହୁ ଚେଷ୍ଟା ସତ୍ତେ୍ୱ ସଫଳ ମିଳି ନ ପାରେ । ସାଂସାରିକ ପଡୋଶୀଙ୍କ ସହ ମନାନ୍ତର ହୋଇପାରେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ । ଶୁଭଅଙ୍କ-୮, ଶୁଭରଙ୍ଗ-ନୀଳ ।

ବିଛା- କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନହେତୁ କର୍ମକ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ରାଜନୀତିରେ ଚଞ୍ଚଳ ରହିବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।

ଧନୁ- ତୃତୀୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଭାତୃଭଗ୍ନୀଙ୍କର ସହଯୋଗ ମିଳିବ । ଚାକିରିରେ ଦାୟିତ୍ୱବୋଧ ରହିବ । ପରିବହନ ଓ ବାଣିଜ୍ୟରେ ଉନ୍ନତି କରିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ମକର- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ ବିଷୟକୁ ନେଇ ବିଚଳିତ ରହିବେ । ସାଂସାରିକ ଆର୍ଥିକ ସ୍ଥିତି ଭଲ ରହିବ ନାହିଁ । ଚାକିରିରେ ସମସ୍ୟା ରହିବ । ପରିବହନ ଓ ବାଣିଜ୍ୟରେ ମନ୍ଥରତା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।

କୁମ୍ଭ- ଶ୍ରୀଚନ୍ଦ୍ର କାରଣରୁ ଦିନଟି ପ୍ରସନ୍ନତା ଭିତରେ କଟିବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସଂପର୍କ ରହିବ । ପ୍ରଶାସନିକ ମାନମର୍ଯ୍ୟାନ୍ଦା ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୫, ଶୁଭରଙ୍ଗ-ସବୁଜ ।

ମୀନ- କୃଷ୍ଣ ପକ୍ଷ ବ୍ୟୟ ଭାବରେ ଘାତଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ବ୍ୟସ୍ତତା ଭିତରେ କଟିବ । ସାଂସାରିକ ଉତ୍ତେଜନା ସ୍ଥିତି ରହିବ । ·କିରିରେ ଅଭିଯୋଗ ଆସିପାରେ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।