ଆଜିର ରାଶିଫଳ (୨/୪, ମଙ୍ଗଳବାର)

ମେଷ- ଏମାସରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ଚାକିରିିରେ ମାନ ମର୍ଯ୍ୟାଦା ବୃଦ୍ଧି ହେବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ବୃଷ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ମିଥୁନ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି । ସାଂସାରିକ ଦୁଶ୍ଚିନ୍ତା ରହିବ । ରାଜନୀତିରେ ବିରୋଧ ବୃଦ୍ଧି ପାଇବେ । ବାଣିଜ୍ୟରେ ପତ୍ରିବନ୍ଧକ ରହିବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
କର୍କଟ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ସମସ୍ୟା ବହୁଳ ରହିବ । ସାଂସାରିକ ଅଶାନ୍ତି ରହିବ । ଚାକିରିରେ ଶତ୍ରୁ ବୃଦ୍ଧି ହେବେ । ପରିବହନ ଓ ବାଣଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
ସିଂହ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ । ଚାକିରିରେ ସହଯୋଗ ମିଳିବ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା- ଷଷ୍ଠ ଭାବରେ ଚନ୍ଦଙ୍କ୍ର ଚଳନ ହେତୁ ଦୁଃସାହସକି ଭତ୍ତିେିର କର୍ମ ସମ୍ପାଦନ କରେିବ । ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭ୍ର ।
ତୁଳା- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ କାର୍ଯ୍ୟ ବିଳମ୍ବ ଦେଖାଦେବ । ସାଂସାରିକ ଅସ୍ଥିରମନା ରହିବେ । ରାଜନୀତିରେ ସମସ୍ୟା ରହିବ । ବାଣଜ୍ୟିରେ ଶିଥିଳତା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ବିଛା- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ସୁଖୀ ରହିବେ । ମହିଳାମାନେ ଗୃହ ସଜ୍ଜାରେ ବ୍ୟସ୍ତ ରହିବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ ।
ଧନୁ- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସ୍ୱାଧୀନତା ରହିବ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ ।
ମକର- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ଅଳ୍ପକେ ଅଟକି ଯାଇପାରେ । ଚାକରିିରେ କାର୍ଯ୍ୟଭାର ରହିବ । ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତି ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
କୁମ୍ଭ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ବନ୍ଧୁ ସହଯୋଗରେ ଆଗେଇବେ । ସ୍ୱାଦିଷ୍ଟ ଭୋଜନ ପ୍ରାପ୍ତି ହୋଇପାରେ । ପଶ୍ରଂସାଭାଜନ ହେବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମୀନ- କୃଷ୍ଣପକ୍ଷ ବ୍ୟୟ ଭାବରେ ଘାତ ଚନ୍ଦ୍ର କାରଣରୁ ବିଷମମ ପରିସ୍ଥିତି ଦେଇ ଗତି କରିବେ । ସାଂସାରିକ ଅଭାବ ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍ ।