PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟାଉନ ଥାନା ଅନ୍ତର୍ଗତ ରିଜେଣ୍ଟ ମାର୍କେଟ୍‌ ଅଞ୍ଚଳରେ ଏକ ସମ୍ପ୍ରଦାୟର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଫାଙ୍କା ଗୁଳି ଚାଳନା କରି ୧୦ ଅଟକ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟେନ୍ସା ଗୀତାରାଣୀ ମାଇନ୍ସ ସମ୍ମୁଖରେ ଅଘଟଣ, ହାଇଓ୍ୱା ସହ ଜିଅନ୍ତା ଜଳିଗଲେ ଡ୍ରାଇଭର
  • ||
  • ବଡ଼ବିଲ : କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ବସନ୍ତପୁର ମାଝୀ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବିଭତ୍ସ ହତ୍ୟାକାଣ୍ଡ, କଟୁରୀରେ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଲା ଦୁର୍ବୃତ୍ତ
  • ||
  • ବାରିପଦା : ବାରିପଦା ଷ୍ଟେସନ ଠାରେ ଗଛ ପଡ଼ି ଇଲେକ୍ଟ୍ରିକ ତାର ଛିଡି ଅଟକିଲା ଟ୍ରେନ, ବିଳମ୍ବରେ ଚାଲିବ ଟ୍ରେନ
  • ||
  • ଭଦ୍ରକ : ସମ୍ଭାବ୍ୟ ବନ୍ୟା ଲାଗି ଛୁଟି ବାତିଲ, ମୁକାବିଲା ପାଇଁ ଓଡ୍ରାଫ-ଏନ୍‌ଡିଆରଏଫ୍‌-ଅଗ୍ନିଶମ ବାହିନୀ ପ୍ରସ୍ତୁତ
  • ||
  • ବାରିପଦା : ବିଶୋଇ ଥାନା ଲୋହାକାନି ଭୋଳ ବେଡା ଗ୍ରାମରେ ବିଳମ୍ୱିତ ରାତିରେ ଭୁଷୁଡିଲା ଘରର କାନ୍ଥ, ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ
  • ||
  • ଲକ୍ଷ୍ନୌ : ଭୂକମ୍ପରେ ଥରିଲା ଲକ୍ଷ୍ନୌ ସମେତ ୟୁପିର କେତେକ ଜିଲ୍ଲା , କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା
  • ||
  • ପୁରୀ : ଶ୍ରଦ୍ଧାଳୁଙ୍କ ବେକରେ ବ୍ଲେଡ୍‌ ମାରି ସୁନା ଚେନ୍‌ ଲୁଟ ଉଦ୍ୟମ ଫେଲ୍, ଧରାପଡି ଛେଚା ଖାଇଲେ ୩ ଲୁଟେରା
  • ||
  • ସମ୍ବଲପୁର : ୬୨୧.୦୨ ଫୁଟ୍‌କୁ ଖସିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ୨୦ ଗେଟ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ||
  • ଭୁବନେଶ୍ୱର : ୨୧ରୁ ବନ୍ୟାଞ୍ଚଳ ଗସ୍ତ କରିବ ପିସିସି ଟିମ୍‌, ୨୩ ସୁଦ୍ଧା ଦେବେ ରିପୋର୍ଟ
  • ||
  • ବାଲିଗୁଡ଼ା : ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ସିମନବାଡ଼ି ଗ୍ରାମ ନିକଟରେ ଥିବା ପୋଲର ପାର୍ଶ୍ଵ ରାସ୍ତା ଧସି ଯାଇଛି, ବସ୍ ଚଳାଚଳ ସମ୍ପୂର୍ଣ୍ଣ ଠପ୍
  • ||
  • କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ବ୍ଲକ ମହାଦେଇଯୋଡ଼ା ପଞ୍ଚାୟତ ଟିକରପଡ଼ାରେ ଲଗାଣ ବର୍ଷାରେ କାନ୍ଥ ଭୁଷୁଡ଼ି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର
  • ||
  • ଜୟପୁର/ଦିଲ୍ଲୀ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୬ଶ୍ରଦ୍ଧାଳୁଙ୍କ ଜୀବନ : ୨୦ରୁ ଅଧିକ ଆହତ, ପ୍ରଧାନମନ୍ତ୍ରୀଙ୍କ ଶୋକପ୍ରକାଶ
  • ||
  • ନୂଆଦିଲ୍ଲୀ : ବାଙ୍କ ବିହାରୀ ମନ୍ଦିରରେ ବଡ଼ ଧରଣ ଅଘଟଣ, ମଙ୍ଗଳା ଆରତୀ ସମୟରେ ଦଳା ଚକଟାରେ ଦୁଇ ମୃତ
  • ||

ଆଜିର ରାଶିଫଳ (୨/୪, ମଙ୍ଗଳବାର)

ମେଷ- ଏମାସରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ଚାକିରିିରେ ମାନ ମର୍ଯ୍ୟାଦା ବୃଦ୍ଧି ହେବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।

ବୃଷ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ମିଥୁନ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି । ସାଂସାରିକ ଦୁଶ୍ଚିନ୍ତା ରହିବ । ରାଜନୀତିରେ ବିରୋଧ ବୃଦ୍ଧି ପାଇବେ । ବାଣିଜ୍ୟରେ ପତ୍ରିବନ୍ଧକ ରହିବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।

କର୍କଟ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ସମସ୍ୟା ବହୁଳ ରହିବ । ସାଂସାରିକ ଅଶାନ୍ତି ରହିବ । ଚାକିରିରେ ଶତ୍ରୁ ବୃଦ୍ଧି ହେବେ । ପରିବହନ ଓ ବାଣଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।

ସିଂହ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ । ଚାକିରିରେ ସହଯୋଗ ମିଳିବ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କନ୍ୟା- ଷଷ୍ଠ ଭାବରେ ଚନ୍ଦଙ୍କ୍ର ଚଳନ ହେତୁ ଦୁଃସାହସକି ଭତ୍ତିେିର କର୍ମ ସମ୍ପାଦନ କରେିବ । ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭ୍‌ର ।

ତୁଳା- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ କାର୍ଯ୍ୟ ବିଳମ୍ବ ଦେଖାଦେବ । ସାଂସାରିକ ଅସ୍ଥିରମନା ରହିବେ । ରାଜନୀତିରେ ସମସ୍ୟା ରହିବ । ବାଣଜ୍ୟିରେ ଶିଥିଳତା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ବିଛା- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ସୁଖୀ ରହିବେ । ମହିଳାମାନେ ଗୃହ ସଜ୍ଜାରେ ବ୍ୟସ୍ତ ରହିବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ ।

ଧନୁ- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସ୍ୱାଧୀନତା ରହିବ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ ।

ମକର- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ଅଳ୍ପକେ ଅଟକି ଯାଇପାରେ । ଚାକରିିରେ କାର୍ଯ୍ୟଭାର ରହିବ । ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତି ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।

କୁମ୍ଭ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ବନ୍ଧୁ ସହଯୋଗରେ ଆଗେଇବେ । ସ୍ୱାଦିଷ୍ଟ ଭୋଜନ ପ୍ରାପ୍ତି ହୋଇପାରେ । ପଶ୍ରଂସାଭାଜନ ହେବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମୀନ- କୃଷ୍ଣପକ୍ଷ ବ୍ୟୟ ଭାବରେ ଘାତ ଚନ୍ଦ୍ର କାରଣରୁ ବିଷମମ ପରିସ୍ଥିତି ଦେଇ ଗତି କରିବେ । ସାଂସାରିକ ଅଭାବ ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍ ।