PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦୁଝର ସଦର : ମଦ୍ୟପଙ୍କ ଉନ୍ମୁକ୍ତ କାଣ୍ଡ, ବାପାକୁ ପିଟିପିଟି ହତ୍ୟା କଲା ପୁଅ
  • ||
  • ଭୁବନେଶ୍ଵର : ଅକ୍ଟୋବର ୨ରୁ ଏକ ମାସ ବ୍ୟାପି ପଦଯାତ୍ରା କରିବ ବିଜେଡି, ୨୯ ଏବଂ ୩୦ ତାରିଖରେ ବସିବ ପ୍ରସ୍ତୁତି ବୈଠକ
  • ||
  • ବାରିପଦା : ବ୍ୟାଙ୍କ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଏଟିଏମ୍
  • ||
  • ଭୁବନେଶ୍ଵର : ରାଜଧାନୀରେ ଚାଞ୍ଚଲ୍ୟ, ବାର୍‌ରେ ୩ଟି ବୋମାମାଡ଼ କଲେ ୨ ଦୁର୍ବୃତ୍ତ
  • ||

ଆଜିର ରାଶିଫଳ (୫/୪, ଶୁକ୍ରବାର)

ମେଷ- କୃଷ୍ଣ ପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ କିଛିଟା ଅର୍ଥପ୍ରାପ୍ତି ଯୋଗ ରହିଛି । ରାଜନୀତିରେ ପ୍ରତିଷ୍ଠା ବୃଦ୍ଧି ପାଇବ । ପରିବହନ , ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି
ବୃଷ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଯାହା ଚାହିଁବେ ତାହା ପାଇବେ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ·କିରିରେ ସ୍ଥାୟୀତ୍ୱ ବଜାୟ ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ଓ ସଞ୍ଚୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ମିଥୁନ- ଦଶମରେ ଚନ୍ଦ୍ରଙ୍କ ପାରଗମନ ହେତୁ ସମାଜରେ ମାନ ମର୍ଯ୍ୟାଦା ବୃଦ୍ଧି ପାଇବ । ସାଂସାରିକ ଆର୍ଥିକ ଉନ୍ନତି ହେବ । ·କିରିରେ କର୍ତ୍ତବ୍ୟ ନିଷ୍ଠ ରହିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ନୂତନ ପୁଞ୍ଜିନିବେଶ କରି ସଫଳ ହେବେ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
କର୍କଟ- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ କ୍ଷେତ୍ରରେ ଅସହଯୋଗ ମନେ ହେବ । ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟୟ କରି ଅଭାବରେ ପଡିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଅସଫଳ ହୋଇପାରନ୍ତି । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ସିଂହ- ଅଷ୍ଟମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ପ୍ରତି କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଅର୍ଥାଭାବ ଓ ଋଣ ପ୍ରଭାବିତ ହୋଇ ପାରନ୍ତି । ରାଜନୀତିରେ ଅସନ୍ତୋଷ ପରିସ୍ଥିତି ରହିବ । ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।
କନ୍ୟା- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।
ତୁଳା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଉଦ୍ୟମ କରି ସଫଳ ହେବେ । ସାଂସାରିକ ବ୍ୟସ୍ତତା ଭିତରେ କଟିବ । ·କିରିରେ ଚଳଚଞ୍ଚଳ ରହିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୮, ଶୁଭରଙ୍ଗ-ଆକାଶୀ ।
ବିଛା- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ବ୍ୟୟାଧିକ କାରଣରୁ ଅର୍ଥାଭାବ ଦେଖାଦେବ । ସାଂସାରିକ ସନ୍ତାନ ସନ୍ତତି ମାନଙ୍କୁ ନେଇ ଚିନ୍ତା ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ଧନୁ- କୃଷ୍ଣ ପକ୍ଷ ଚତୁର୍ଥରେ ଘାତ ଚନ୍ଦ୍ର କାରଣରୁ କର୍ମକ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ ଦୁଶ୍ଚିନ୍ତା ରହିବ । ମହିଳାମାନେ ହତୋତ୍ସାର ରହିବେ । ·କିରିରେ ଅଭିଯୋଗ ଆସିପାରେ । ପରିବହନ ଓ ବାଣିଜ୍ୟରେ ପ୍ରତି ବନ୍ଧକ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ମକର- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ପ୍ରସିଦ୍ଧି ବୃଦ୍ଧି ପାଇବ । ସାଂସାରିକ ସୁଖ ଶାନ୍ତି ପ୍ରାପ୍ତି ହେବ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
କୁମ୍ଭ- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ବାଧାବିଘ୍ନ ଉପୁଜିବ । ସାଂସାରିକ ଅର୍ଥାଭାବ ରହିବ । ମହିଳାମାନେ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୪, ଶୁଭରଙ୍ଗ-ମେଟାଲିକ୍‌ ।
ମୀନ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମକ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆବରଣୀୟା ହେବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।