PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡ଼ା ଗାଁରେ ଶ୍ୱଶୁର ଘର ପଛପଟୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବସ୍ତା : ବାଲେଶ୍ଵର ଜିଲ୍ଲା ବସ୍ତା-ଅମର୍ଦା ରୋଡ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ବ୍ରାହ୍ମଣଦା ଗ୍ରାମ ନିକଟ ରେଳ ଧାରଣା ପାର୍ଶ୍ଵରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଆଠମଲ୍ଲିକ : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ପଡ଼ିଆରେ କ୍ରିକେଟ ଖେଳିବା ବେଳେ ପଡ଼ିଲା ଚଡ଼କ, ଜଣେ ମୃତ ଅନ୍ୟ ଜଣେ ଗୁରୁତର
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁ ପଶ୍ଚିମେଶ୍ୱର ମନ୍ଦିର ନିକଟରେ ପିକଅପ୍ ଭ୍ୟାନ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ଗୁରୁତର
  • ||
  • ଭୁବନେଶ୍ଵର : ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ, ରାଉରକେଲା ପାଇଁ ଭୂପେନ୍ଦ୍ର ସିଂ ପୁନିଆ, ଭୁବନେଶ୍ଵରରେ ରଘୁ ଜି
  • ||
  • ବଲାଙ୍ଗୀର : ଧୁମ୍‌ଧାମ୍‌ରେ ପାଳିତ ହେଲା ବଲାଙ୍ଗୀରର ବଏଲ ଯାତ୍ରା, ସମାଜର ମଙ୍ଗଳ ଉଦ୍ଦେଶ୍ୟରେ ଦେବୀଙ୍କ ଆରାଧନା କଲେ ଶ୍ରଦ୍ଧାଳୁ
  • ||
  • ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କାମାରି ଗାଁ ନିକଟ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଉପକୂଳରେ ନବମୀ ଓ ଦଶମୀରେ ବର୍ଷିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ
  • ||
  • ଭୁବନେଶ୍ଵର : ଆଜି ପୀଠରେ ଦଶମୀ ; ମଣ୍ଡପରେ ମହାନବମୀ, ଚଣ୍ଡୀପାଠରେ କମ୍ପୁଛି ପୂଜା ମଣ୍ଡପ
  • ||
  • କୋଣାର୍କ : ଲଘୁଚାପ ପ୍ରଭାବରେ ସୋମବାର ରାତିରୁ କୋଣାର୍କରେ ପ୍ରବଳ ବର୍ଷା ହୋଇ ସୂର୍ଯ୍ୟମନ୍ଦିରରେ ଜମିଲା ପାଣି, ପର୍ଯ୍ୟଟକ ନିରାଶ
  • ||

ଆଜିର ରାଶିଫଳ (୩୧/୩, ରବିବାର)

ମେଷ- ଦଶମରେ ଚନ୍ଦ୍ରଙ୍କ ପାରଗମନ ହେତୁ ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ । ସାଂସାରିକ ଚଳଚଞ୍ଚଳ ରହିବେ । ପ୍ରଶାସନିକ ଓ ରାଜନୀତିରେ ଉଚ୍ଚ ସମ୍ମାନ ମିଳିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ ।

ବୃଷ- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଅସହଯୋଗ ମନେ ହେବ । ସାଂସାରିକ ବ୍ୟୟ ବହୁଳତା ରହିବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ପରିବହନ ଓ ବାଣ୍ୟିରେ ଆୟ ବ୍ୟୟ ସମାନ ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ଧଳା ।

ମିଥୁନ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଶତୃବୃଦ୍ଧି ହେବ । ସାଂସାରିକ ଦୁଶିନ୍ତା ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ମହିଳାମାନେ ଅପଯଶ ପାଇବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

କର୍କଟ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ସୁଖ ସମ୍ମାନ ପାଇବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ଲାଲ ।

ସିଂହ- ଘାତଚନ୍ଦ୍ର କାରଣରୁ କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ତୁଲାଇବେ । ସାଂସାରିକ ଆର୍ଥିକ ସ୍ୱଚ୍ଛଳତା ରହିବ । ରାଜନୀତିରେ ବିରୋଧି ବୃଦ୍ଧି ପାଇବେ । ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-କ୍ରୀମ୍‌ ।

କନ୍ୟା- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ମନ୍ଥରତା ରହିବ । ସାଂସାରିକ ଖର୍ଚ୍ଚାନ୍ତ ଦେଖାଦେବ । ମହିଳାମାନେ ହତାଦର ହୋଇପାରନ୍ତା । ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୫, ଶୁଭରଙ୍ଗ-ସବୁଜ ।

ତୁଳା- କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସାଂସାରିକ ପଡୋଶୀଙ୍କର ସହଯୋଗ ପାଇବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ବିଛା- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ନିଜର ସାମର୍ଥ୍ୟ ମୁତାବକ ଆଗେଇବେ । ସାଂସାରିକ ଉଚ୍ଚାଭିଳାଷୀ ହେବେ । ·କିରିରେ ଉଚ୍ଚ ସମ୍ମାନ ପାଇବେ । ବାଣିଜ୍ୟରେ ଉନ୍ନତି କରିବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ ।

ଧନୁ- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟରେ ପ୍ରତିକୂଳତା ରହିବ । ସାଂସାରିକ ବ୍ୟୟ ବହୁଳତା ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ମକର- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମକ୍ଷେତ୍ରରେ ସହଯୋଗ ପାଇ ଉନ୍ନତି କରିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ·କିରିରେ ସୁନାମ ପାଇବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୫, ଶୁଭରଙ୍ଗ-ସବୁଜ ।

କୁମ୍ଭ- କୃଷ୍ଣ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ପରିକ୍ରମ କରି ସଫଳ ହେବେ । ସାଂସାରିକ ଚଳଚଞ୍ଚଳ ରହିବେ । ଚାକିରିରେ ଦାୟିତ୍ୱକୁ ତୁଲାଇବେ । ବାଣିଜ୍ୟରେ ସ୍ୱଳ୍ପ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ମୀନ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ତୁଲାଇ ଆଶ୍ୱସ୍ତି ହେବେ । ସାଂସାରିକ ସୁଖୀ ରହିବେ । ଚାକିରିରେ ନିଷ୍ଠାପର ରହିବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।